ଆସୁଛି ଦୀପାବଳି: ରାସ୍ତା କଡ଼ରେ ଦୀପର ପସରା

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): ଆଲୋକର ପର୍ବ ଦୀପାବଳି। ଏହି ପର୍ବରେ ଦୀପର ମହତ୍ତ୍ୱ ଗୁରୁତ୍ୱପୂର୍ଣ୍ଣ। ତେବେ ଏହି ପର୍ବ ପାଖେଇ ଆସୁଥିବାରୁ କଳାହାଣ୍ଡି ଜିଲା ଭବାନୀପାଟଣା ଅଞ୍ଚଳରେ ମାଟି ଦୀପର ପସରା ରାସ୍ତା କଡ଼ରେ ଦେଖିବାକୁ ମିଳିଛି। ମାଟି ଦୀପ ବିକି କୁମ୍ଭାରମାନେ ମଧ୍ୟ ଦୁଇ ପଇସା ରୋଜଗାର କରିଥାନ୍ତି। ଭବାନୀପାଟଣା ବ୍ଲକ ଓଡ଼ିଆପେଣ୍ଠ ପଞ୍ଚାୟତର କୁମ୍ଭାରଗୁଡ଼ା ଓ ନୂଆଗାଁର କୁମ୍ଭାର ପରିବାର ଦୀପ ତିଆରି କରିବାରେ ଲାଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

କଳାହାଣ୍ଡିର ପ୍ରାଚୀନ ପରମ୍ପରା: ଥୁଆମୂଳ ରାମପୁର ପୀଠରେ ବସିଲା “କଣ୍ଟା ଗାଦିଆ”, ଶ୍ରଦ୍ଧାଳୁଙ୍କ ଭିଡ

ଥୁଆମୂଳ ରାମପୁର,୨୮ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସ୍ଥିତ ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବ ଦେବଙ୍କ ପୀଠରେ ଦୀର୍ଘ ବର୍ଷର ପାରମ୍ପରିକ ରୀତିନୀତି…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?