Posted inଫୁରସତ

ଆସୁଛି ରାଖୀପୂର୍ଣ୍ଣିମା: ଶୁଣନ୍ତୁ ଏହି ଗୀତ, ଭଉଣୀଙ୍କ ସହ ସମ୍ପର୍କକୁ କରନ୍ତୁ ନିବିଡ଼

ଭଉଣୀ ଭାଇର ପବିତ୍ର ସମ୍ପର୍କକୁ ସୁଦୃଢ଼ କରିଥାଏ ରାଖୀ। ତେବେ ବର୍ଷରେ ଥରୁଟିଏ ଆସୁଥିବା ଏହି ରାଖୀପୂର୍ଣ୍ଣିମାକୁ ସବୁ ଭାଇଭଉଣୀ ଉତ୍ସୁକତାର ସହ ଅପେକ୍ଷା କରିଥାନ୍ତି। ରକ୍ଷାବନ୍ଧନ ଆସିଗଲେ ବଜାରରେ ରାଖୀ, ମିଠା, ଚକୋଲେଟ୍‌ ସହ ଗିଫ୍ଟ ଦୋକାନରେ ପ୍ରବଳ ଭିଡ଼ ଦେଖିବାକୁ ମିଳେ। ରକ୍ଷାକବଚ ଭାବି ଭଉଣୀଟିଏ ଭାଇଙ୍କ ହାତରେ ପବିତ୍ର ଡୋରିକୁ ବାନ୍ଧି ଦେଇଥାଏ। ଏହାର ପ୍ରତିବଦଳରେ ଏହି ଦିନକୁ ଅଧିକ ସ୍ମରଣୀୟ କରିବା ଲାଗି ଭାଇମାନେ ଭଉଣୀକୁ ଭଲପାଆନ୍ତୁ। ଏପରି କିଛି ଗୀତ ରହିଛି ଯାହାକୁ ଶୁଣିଲେ ଭଉଣୀଙ୍କ ପ୍ରତି ସ୍ନେହ ଦ୍ୱିଗୁଣିତ ହେବା ସହ ଆଖିରୁ ଆନନ୍ଦାଶ୍ରୁ ବୋହି ଯିବ। ଜାଣନ୍ତୁ ସେ ସମ୍ପର୍କରେ…

‘ଇସେ ସମ୍‌ଝୋ ନା ରେସମ କା ତାର ଭାୟା’
ଚଳଚ୍ଚିତ୍ର – ତିରଙ୍ଗା

https://www.youtube.com/watch?v=Zc5JcQSWxs4

‘ଭାୟା ମେରି ରାଖୀକେ ବନ୍ଧନ କୋ ନିଭାନା’
ଚଳଚ୍ଚିତ୍ର -ଛୋଟି ବେହେନ

ରଙ୍ଗ ବେରଙ୍ଗୀ ରାଖୀ ଲେକର
ଚଳଚ୍ଚିତ୍ର- ଅନ୍‌ପଢ

‘ଚନ୍ଦାରେ ମେରେ ଭାୟାସେ କେହେନା ’
ଚଳଚ୍ଚିତ୍ର- ଚମ୍ବଲ କି କସମ

ହମ୍‌ ବେହେନୋ କେ ଲିଏ ମେରୀ ଭାୟା ଆତା ହେ ଏକ ଦିନ୍‌ ସାଲ ମେ
ଚଳଚ୍ଚିତ୍ର – ଅନ୍‌ଞ୍ଜାନ

 

 

 

 

 

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri