ଆହାର କେନ୍ଦ୍ରରେ ଖାଇ ଛାଡ଼ଖାଇ ପାଳିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

ବରଗଡ଼ ଅଫିସ,୧୩।୧୧- ବୁଧବାର ସବୁଆଡ଼େ ଛାଡଖାଇର ମାହୋଲ। ସଭିଁଏ ଉତ୍ସାହ, ଉଦ୍ଦୀପନା ସହିତ ଏହାକୁ ପାଳନ କରୁଛନ୍ତି। ହେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନ ଏହାକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଦିନ ପ୍ରାୟ ସାଢେ ୧୨ଟାରେ ଚୌହାନ ରଗଡସ୍ଥିତ ଆହାର କେନ୍ଦ୍ରରେ ପହଞ୍ଚିଥିଲେ। ସେଠାକାର କାଉଣ୍ଟରକୁ ଯାଇ ଟିକେଟ କାଟିଥିଲେ ଏବଂ ଭୋଜନ କରିଥିଲେ । ତାଙ୍କ ସହିତ ଇଂ ଦେବବ୍ରତ ମିଣ୍ର, ଜୟନ୍ତ ଷଣ୍ଢ ପ୍ରମୁଖ ଉପସ୍ଥିତ ରହି ଭୋଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri