ଆୟକର ବିଭାଗ ୬୪,୭୦୦ କୋଟି ରିଫଣ୍ଡ ଦେଲେ

ନୂଆଦିଲ୍ଲୀ,୨୫-୬: ଆୟକର ବିଭାଗ ଚଳିତ ଆର୍ଥିକ ବର୍ଷରେ ୬୪,୭୦୦ କୋଟି ଟଙ୍କା ରିଫଣ୍ଡ ପ୍ରଦାନ କରିଛି। ସେହିପରି ୨୦୧୮-୧୯ ଆର୍ଥିକ ବର୍ଷରେ ୧.୬୧ ଲକ୍ଷ କୋଟି ଟଙ୍କା ରିଫଣ୍ଡ କରାଯାଇଥିଲା ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି ଯେ, ୨୦୧୮-୧୯ ଆକଳନ ବର୍ଷ(ଆର୍ଥିକ ବର୍ଷ ୨୦୧୭-୧୮) ଲାଗି ୬.୪୯ କୋଟିରୁ ଅଧିକ ଇଲେକ୍ଟ୍ରୋନିକ ରିଟର୍ନ ହୋଇଛି। ସେହିପରି ଆକଳନ ବର୍ଷ ୨୦୧୭-୧୮ରେ ୫.୪୭ କୋଟି ରିଟର୍ନ ତୁଳନାରେ ଏହା ୧୮.୬୫ ପ୍ରତିଶତ ଅଧିକ। ସେ କହିଛନ୍ତି ଯେ, ୨୦୧୮-୧୯ରେ ଟିକସଦାତାଙ୍କୁ ୨୬.୯ କୋଟି ଏସ୍‌ଏମ୍‌ଏସ୍‌ ଓ ଇମେଲ୍‌ ପଠାଯାଇ ନିର୍ଦ୍ଧାରିତ ସମୟରେ ଆଇଟିଆର୍‌ ଦାଖଲ କରିବାକୁ ସ୍ମରଣ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri