Posted inଖେଳ

ଆୟର୍ଲାଣ୍ଡକୁ ହରାଇଲା ଭାରତୀୟ ମହିଳା ହକି ଦଳ

ଡବଲିନ,୨ା୬(ପିଟି)- ଗୋଟିଏ ଗୋଲରେ ପଛୁଆ ରହିବା ପରେ ମଧ୍ୟ ଭାରତୀୟ ମହିଳା ହକି ଦଳ ୨-୧ ଗୋଲରେ ଆୟର୍ଲାଣ୍ଡକୁ ଏଠାରେ ଚାଲିଥିବା ୨୧ ବର୍ଷରୁ କମ୍‌ ଚତୁଃ ରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ପରାସ୍ତ କରିଛି। ଲୌରା ଫଲେ ମ୍ୟାଚ୍‌ର ୧୦ମ ମିନିଟ୍‌ରେ ଗୋଲ ଦେଇ ଆୟର୍ଲାଣ୍ଡ ଦଳକୁ ୧-୦ ଗୋଲର ଅଗ୍ରଣୀ ଆଣି ଦେଇଥିଲେ। ଏହାପରେ ୩ୟ ଓ ୪ର୍ଥ କ୍ୱାର୍ଟରରେ ରିତ (୩୫ତମ ମିନିଟ୍‌) ଓ ଶର୍ମିଲା ଦେବୀ (୫୩ତମ)ଙ୍କ ଗୋଲ ବଳରେ ଭାରତ ମ୍ୟାଚ୍‌କୁ ଜିତି ନେଇଥିଲା। ମ୍ୟାଚ୍‌କୁ ବରାବର କରିବା ଲାଗି ଆୟର୍ଲାଣ୍ଡକୁ ପେନାଲ୍ଟି କର୍ନର ମିଳିଥିଲା। ହେଲେ ଗୋଲକିପର ବିଚୁ ଦେବୀ ଚମତ୍କାର ସେଭ କରିଥିଲେ। ଭାରତୀୟ ଦଳ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ସୋମବାର ସ୍କଟଲାଣ୍ଡକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri