ଆୟୋଜକ ପାକିସ୍ତାନୀ ବୋଲି ଆମେରିକା ଇଭେଣ୍ଟ୍‌ ରଦ୍ଦ କଲେ ସଲମାନ୍‌

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ଆମେରିକାର ହ୍ୟୁଷ୍ଟନ ସହରରେ ଆୟୋଜିତ ହେବାକୁ ଥିବା ଏକ ଲାଇଭ୍‌ ଇଭେଣ୍ଟରେ ଯୋଗ ଦେବାକୁ ମନା କରିଦେଇଛନ୍ତି। ଏହି ଇଭେଣ୍ଟକୁ ପାକିସ୍ତାନ ନାଗରିକ ରେହାନ ସିଦ୍ଦିକ ନାମକ ଜଣେ ବ୍ୟକ୍ତି ଆୟୋଜିତ କରୁଥିବାରୁ ସଲ୍ଲୁ ଏଭଳି ନିଷ୍ପତ୍ତି ନେଇଛନ୍ତି। ଆମେରିକାରେ ରେହାନ ଷ୍ଟାର୍ସ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ଫଣ୍ଡ୍‌ ଯୋଗାଡ କରନ୍ତି। ପୂର୍ବରୁ ସୈଫ ଅଲ୍ଲୀ ଖାନ୍‌, ମିକା ସିଂଙ୍କ ଭଳି ବଲିଉଡ୍‌ ଷ୍ଟାର୍ସ ସହ ସେ ଅନେକ ଇଭେଣ୍ଟ କରିସାରିଛନ୍ତି। ନିକଟରେ ରେହାନଙ୍କ ନାଁରେ ଭାରତ ବିରୋଧୀ ଗତିବିଧି ପାଇଁ ଫଣ୍ଡ୍‌ ଯୋଗାଡ କରୁଥିବା ଅଭିଯୋଗ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ସଲମାନ ହ୍ୟୁଷ୍ଟନ ଇଭେଣ୍ଟ୍‌ରେ ଯୋଗ ଦେବାକୁ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri