ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାଟଣାଗଡ଼,୨୪।୯(ଡି.ଏନ୍‌.ଏ.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାତ୍ରଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପାଟଣାଗଡ଼ର ସ୍ଥାୟୀ ବାସିନ୍ଦା କିଶୋରଙ୍କ ନିଜ ଘର, ଭାଇଙ୍କ ଘର ସମେତ ତାଙ୍କ ପାଟଣାଗଡ଼ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ଜାରିରହିଛି। ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପି କାଦମ୍ବିନୀ ସାମଲଙ୍କ ନେତୃତ୍ୱରେ ରେଡ୍‌ ଚାଲିଥିବା ବେଳେ ରାଉରକେଲା, ସମ୍ବଲପୁର, ବରଗଡ଼ ଏବଂ ଝାରସୁଗୁଡା ଭିଜିଲାନ୍ସ ଟିମ୍‌ ସାମିଲ ହୋଇଛନ୍ତି। ବର୍ତ୍ତମାନ ସହକାରୀ ଯନ୍ତ୍ରୀଙ୍କ ସମ୍ପତ୍ତିର ଆକଳନ ଚାଲିଥିବାବେଳେ ସ୍ଥାବର ଅସ୍ଥାବର ସମ୍ପତ୍ତିର ପରିମାଣ କେତେ ହେବ ତାହା ପରେ ସୂଚନା ଦିଆଯିବ ବୋଲି ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପି ସାମଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri