ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ହାବିଲଦାରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କେନ୍ଦୁଝର/ପାଟଣା,୫।୧୨(ଡି.ଏନ୍‌.ଏ./ସ୍ବ.ପ୍ର.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର କେନ୍ଦୁଝର ରିଜର୍ଭ ପୋଲିସରେ କାର୍ଯ୍ୟରତ ହାବିଲଦାର ବିଶ୍ୱନାଥ ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଔରବିହାରସ୍ଥିତ ତାଙ୍କ ବାସଭବନ, ପାଟଣା ବାରଟାଣିସ୍ଥିତ ପୈତୃକ ବାସଭବନ ଓ ତୁରୁମୁଙ୍ଗା ଥାନା ରେଙ୍ଗାଳବେଡ଼ା ଗ୍ରାମରେ ଥିବା ଶ୍ୱଶୁର ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ତେବେ ହାବିଲଦାର ବିଶ୍ୱନାଥଙ୍କ ସ୍ତ୍ରୀ ମଧ୍ୟ ପୋଲିସ ବିଭାଗରେ ଚାକିରି କରୁଥିବା ଜଣାପଡ଼ିଛି। ଏହି ଚଢ଼ାଉରେ ବାଲେଶ୍ୱର ଭିଜିଲାନ୍ସ ଓ କେନ୍ଦୁଝର ଭିଜିଲାନ୍ସ ଡିଏସ୍‌ପି ଦେବଦତ୍ତ ସେଠ, ଏସ୍‌ଆଇ ବିକେ ନାୟକ, ଲକ୍ଷ୍ମୀ ନାରାୟଣ ମୁଖୀ ଓ ହେମା ମାଳିନୀ ନାୟକ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri