ଇଉଫୋରିଆ-୨୦୨୦ ଉଦ୍‌ଘାଟିତ:୨୮ ଶିକ୍ଷାନୁଷ୍ଠାନର ୩୮୯ ଛାତ୍ରୀଛାତ୍ର ଭାଗନେଲେ

ବାରିପଦା ଅଫିସ,୧୦ା୧- ବାରିପଦା ସହରସ୍ଥିତ ଶହୀଦ ସ୍ମୃତି ଭବନଠାରେ ୨୩ତମ ରାଜ୍ୟସ୍ତରୀୟ ଆନ୍ତଃ ମହାବିଦ୍ୟାଳୟ ସାଂସ୍କୃତିକ ମହୋତ୍ସବ ଇଉଫୋରିଆ -୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟର ୨୮ଟି ଶିକ୍ଷାନୁଷ୍ଠାନର ୩୮୯ ଛାତ୍ରୀଛାତ୍ର ଏଥିରେ ଯୋଗ ଦେଇଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଆୟୋଜକ କମିଟିର ଅଧ୍ୟକ୍ଷ ଅସୀତ କୁମାର ଗିରି, ସମ୍ପାଦକ ସତ୍ୟସ୍ବରୁପ ଦାଶଙ୍କ ଉପସ୍ଥିତିରେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମର ଜିଲା ପ୍ରତିନିଧିମାନେ ଯୋଗଦେଇଥିଲେ। ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଏହି ମହୋତ୍ସବର ଲକ୍ଷ୍ୟ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ପ୍ରଥମ ଦିନରେ ପିକ୍‌ ଆଣ୍ଡ ଆକ୍ଟ, ମାଇମ, ଓଡ଼ିଆ ତର୍କ, ସ୍କ୍ରିପ୍ଟ ଏନାକ୍ଟମେଣ୍ଟ, ଗୁଲଦସ୍ତା ଓ ଡୁଏଟ ରେକର୍ଡ ହ୍ୟାନ୍ସ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ଶିବ ନାରାୟଣ ମିଶ୍ର, ପଙ୍କଜ ସାହୁ, ରାକେଶ ବେହେରା, ପିଣ୍ଟୁ ମାଇତି, ପୁରୁଷୋତ୍ତମ ଅଗ୍ରୱାଲା, ସତ୍ୟରଞ୍ଜନ ପାଣିଗ୍ରାହୀ ଓ ଅଙ୍କୁର ଖୁରାନା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?