ଇଏମ୍‌ସିଏଲ୍‌+ ସ୍କଲାରଶିପ୍‌ ପାଇଲେ ଓଡ଼ିଶା ଛାତ୍ରୀ ସ୍ବସ୍ତିକା

ଭୁବନେଶ୍ୱର,୨୬।୫(ବ୍ୟୁରୋ)-  ୟୁନିଭର୍ସିଟି ଅଫ୍‌ ଗ୍ରନିଙ୍ଗ୍‌ଜେନ୍‌ ତରଫରୁ ପ୍ରଦାନ କରାଯାଉଥିବା ୟୁରୋପିଆନ୍‌ ମାଷ୍ଟର୍ସ ଇନ୍‌ କ୍ଲିନିକାଲ୍‌ ଲିଙ୍ଗୁଇଷ୍ଟିକ୍‌(ଇଏମ୍‌ସିଏଲ୍‌+) ପ୍ରୋଗ୍ରାମ ସ୍କଲାରଶିପ୍‌ ପାଇବାକୁ ମନୋନୀତ ହୋଇଛନ୍ତି ଓଡ଼ିଶାର ସ୍ବସ୍ତିକା ଭଟ୍ଟାଚାର୍ଯ୍ୟ। କ୍ଲିନିକାଲ ଲିଙ୍ଗୁଇଷ୍ଟିକ୍‌ କ୍ଷେତ୍ରରେ ଦିଆଯାଉଥିବା ଏହି ଦୁଇବର୍ଷିଆ ଇଣ୍ଟରନ୍ୟାଶନାଲ ରିସର୍ଚ୍ଚ ସ୍କଲାରଶିପ୍‌ ପାଇବା ଏକ କଷ୍ଟକର ବ୍ୟାପାର ହୋଇଥିବା ବେଳେ ସ୍ବସ୍ତିକା ଏହି ସଫଳତା ହାସଲ କରିଛନ୍ତି। ୟୁରୋପିଆନ୍‌ ଏଜୁକେଶନ, ଅଡିଓଭିଜୁଆଲ ଆଣ୍ଡ କଲ୍‌ଚର ଏକ୍‌ଜିକ୍ୟୁଟିଭ୍‌ ଏଜେନ୍ସି ଦ୍ୱାରା ତାଙ୍କ ନାମକୁ ସୁପାରିସ କରାଯାଇଛି। ଏରାସମସ୍‌ ମଣ୍ଡସ୍‌ ସ୍କଲାରଶିପ୍‌ ଗ୍ରାଣ୍ଟ୍‌ଭାବେ ସେ ଦୁଇବର୍ଷ ପାଇଁ ୩୫ରୁ ୩୮ଲକ୍ଷ ଟଙ୍କାର ଅନୁଦାନ ପାଇବେ। ଏହି ଅବସରରେ ସେ ୪ ପର୍ଯ୍ୟାୟରେ ଫିନ୍‌ଲାଣ୍ଡ, ନେଦରଲ୍ୟାଣ୍ଡ୍‌ସ, ଜର୍ମାନୀରେ ଅଧ୍ୟୟନ କରିବାର ସୁଯୋଗ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri