ଇଏସ୍‌ଆଇ ଅଂଶଦାନ ୪%କୁ ହ୍ରାସ

ନୂଆଦିଲ୍ଲୀ,୧୪-୬: କେନ୍ଦ୍ର ସରକାର କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍‌ଆଇ)ର ସ୍ବାସ୍ଥ୍ୟ ବୀମା କାର୍ଯ୍ୟକ୍ରମରେ ନିଯୁକ୍ତିଦାତା ଏବଂ କର୍ମଚାରୀଙ୍କ ମୋଟ ଅଂଶଦାନକୁ ୬.୫%ରୁ ୪%କୁ ହ୍ରାସ କରିଛନ୍ତି। ଏହାଦ୍ୱାରା ୧୨.୮୫ ଲକ୍ଷ ନିଯୁକ୍ତିଦାତା ପ୍ରତିବର୍ଷ ୫ ହଜାର କୋଟି ଟଙ୍କା ସଞ୍ଚୟ କରିପାରିବେ। ଏହାଦ୍ୱାରା ୩.୬ କୋଟି କର୍ମଚାରୀ ଲାଭାନ୍ବିତ ହେବେ। ଜୁଲାଇ ପହିଲାରୁ ଏହା କାର୍ଯ୍ୟକାରୀ ହେବ ବୋଲି ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରି କୁହାଯାଇଛି ଯେ, ନିଯୁକ୍ତିଦାତାଙ୍କ ଅଂଶଦାନକୁ ୪.୭୫ରୁ ୩.୨୫ ପ୍ରତିଶତ ଏବଂ କର୍ମଚାରୀଙ୍କ ଅଂଶଦାନକୁ ୧.୭୫ରୁ ୦.୭୫%କୁ ହ୍ରାସ କରାଯାଇଛି। ଏହାଦ୍ୱାରା ଅଧିକ କର୍ମଚାରୀଙ୍କୁ ଇଏସ୍‌ଆଇ ଅଧୀନକୁ ଅଣାଯାଇପାରିବ ବୋଲି ଏଥିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇଯାନ୍ତୁ ସତର୍କ…ଅନଶନ ଭାଙ୍ଗିବା ପରେ କାହିଁକି ଏମିତି ଅପିଲ୍‌ କଲେ ଓ୍ବାଙ୍ଗଚୁକ୍‌

ନୂଆଦିଲ୍ଲୀ,୨୪।୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ଗତ ୨୬ ଦିନ ଧରି ପେପର ଲିକ ପ୍ରସଙ୍ଗରେ ଅନଶନରେ ବସିଥିଲେ। କିନ୍ତୁ ଏବେ ଏହାକୁ ସମାପ୍ତ କରିଛନ୍ତି। ଗୁରୁବାର…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ଅନଶନ ଭାଙ୍ଗିବା ପରେ ଏମିତି କହିଦେଲେ ସୋନମ ଓ୍ବାଙ୍ଗଚୁକ୍‌: ମୁଁ ଖୁବ୍‌ଶୀଘ୍ର…

ନୂଆଦିଲ୍ଲୀ,୨୪।୭:ସରକାରଙ୍କ ପକ୍ଷରୁ ତାଙ୍କ ଦାବି ପୂରଣ ହେବାର ପ୍ରତିଶ୍ରୁତି ପାଇବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri