Posted inଖେଳ

ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲଛେତ୍ରୀଙ୍କ ଡବଲ ଗୋଲ ସତ୍ତ୍ୱେ ଭାରତ ପରାସ୍ତ

ଅହମ୍ମଦାବାଦ, ୮।୭-ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଉଦ୍‌ଘାଟନୀ ମ୍ୟାଚରେ ଶନିବାର ଭାରତ ୨-୪ ଗୋଲ ବ୍ୟବଧାନରେ ତାଜିକ୍‌ସ୍ତାନଠାରୁ ହାରିଯାଇଛି। ମ୍ୟାଚରେ ସୁନୀଲ ଛେତ୍ରୀ ଦୁଇଟି ଗୋଲ୍‌ ସ୍କୋର କରି ଭାରତକୁ ପ୍ରଥମାର୍ଦ୍ଧ ସୁଦ୍ଧା ୨-୦ ଗୋଲରେ ଅଗ୍ରଣୀ କରିଥିଲେ। ମାତ୍ର ଦ୍ୱିତୀୟାର୍ଦ୍ଧରେ ତାଜିକ୍‌ସ୍ତାନ ଚମତ୍କାର ପ୍ରତ୍ୟାବର୍ତ୍ତନ ସହ ୪ଟି ଗୋଲ ଦେଇ ମ୍ୟାଚ ଜିତିନେଇଥିଲା। ଦଳ ପକ୍ଷରୁ କୋମରୋନ୍‌ ତୁର୍‌ସୁନୋଭ (୫୬ତମ ମିନିଟ), ଶେରିଡିନ୍‌ ବୋବୋଏଭ୍‌ (୫୮ତମ), ମୁହାମାଜନ ରହିମୋଭ୍‌ (୭୧ତମ), ଶାହରମ ସାମିୟେଭ (୭୪ତମ) ଗୋଲ ସ୍କୋର କରିଥିଲେ। ଖେଳ ଆରମ୍ଭ ହେବାର ଚତୁର୍ଥ ମିନିଟ୍‌ରେ ଲାଲଲିଆନଜୁଆଲା ଛାଙ୍ଗ୍‌ଟେଙ୍କୁ ଏକ ପେନାଲ୍ଟି ମିଳିଥିଲା। ଛେତ୍ରୀ ଏହାକୁ ସହଜରେ ଗୋଲରେ ପରିଣତ କରିଦେଇଥିଲେ। ଏହି ଗୋଲ ପରେ ତାଜିକ୍‌ସ୍ତାନ ଭାରତୀୟ ଡିଫେନ୍ସ ଉପରେ ଚାପ ସୃଷ୍ଟି କରିଥିଲା। ମାତ୍ର ଦଳ ଏଥିରୁ ଫାଇଦା ଉଠାଇପାରି ନ ଥିଲା। ୪୧ତମ ମିନିଟ୍‌ରେ ଛେତ୍ରୀ ତାଙ୍କର ଦ୍ୱିତୀୟ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri