Posted inଫୁରସତ

ଇଣ୍ଟରନେଟ୍‌ରେ ଲୋକାଲ ଲାଙ୍ଗୁଏଜ୍‌

ଦିନ ଥିଲା ଇଣ୍ଟରନେଟ୍‌ରେ ଅନ୍ୟ ଦେଶଗୁଡିକ ଭଳି ଆମ ଦେଶରେ ମଧ୍ୟ କେବଳ ଇଣ୍ଟରନ୍ୟାଶନାଲ୍‌
ଲାଙ୍ଗୁଏଜ ଇଂଲିଶର ପ୍ରଚଳନ ଥିଲା। ହେଲେ ବର୍ତ୍ତମାନ ବିଭିନ୍ନ ଲୋକାଲ୍‌ ଲାଙ୍ଗୁଏଜ୍‌ ବା ଦେଶୀ ଭାଷାର ବ୍ୟବହାର ବହୁମାତ୍ରାରେ ବଢୁଥିବାର
ଦେଖିବାକୁ ମିଳୁଛି…

ଗୁଗୁଲ୍‌ର ଇଣ୍ଡିଆ ଆଣ୍ଡ ସାଉଥ୍‌-ଇଷ୍ଟ ଏସିଆନ୍‌ ଅପରେଶନ୍‌ର ଭାଇସ୍‌ ପ୍ରେସିଡେଣ୍ଟ ରାଜନ୍‌ ଆନନ୍ଦନ୍‌ଙ୍କ କହିବା ଅନୁଯାୟୀ, ବର୍ତ୍ତମାନ ଭାରତର ସମୁଦାୟ ଇଣ୍ଟରନେଟ୍‌ ଉପଭୋକ୍ତାଙ୍କ ମଧ୍ୟରୁ ଅଧିକାଂଶଙ୍କର ଇଂଲିଶରେ ପାରଦର୍ଶିତା ନାହିଁ। ଏମିତିକି ବର୍ତ୍ତମାନ ନୂଆ ନୂଆ ଇଣ୍ଟରନେଟ୍‌ ବ୍ୟବହାର କରୁଥିବା ପ୍ରତି ୧୦ ଜଣଙ୍କ ମଧ୍ୟରୁ ୯ ଜଣଙ୍କର ଇଂଲିଶ ଭାଷାରେ ଦକ୍ଷତା ନାହିଁ।
ଗୁଗୁଲ୍‌ ପକ୍ଷରୁ ସର୍ଭେ ରିପୋର୍ଟ ମୁତାବକ, ବର୍ତ୍ତମାନ ଭାରତରେ ୨୩୪ ମିଲିଅନ୍‌ ଇଣ୍ଟରନେଟ୍‌ ୟୁଜର ଦେଶୀ ଭାଷା ବ୍ୟବହାର କରୁଥିବାବେଳେ ୧୭୫ ମିଲିଅନ୍‌ ଇଂଲିଶ ଭାଷା ବ୍ୟବହାର କରୁଛନ୍ତି।
ଆଉ ବର୍ଷକୁ ପ୍ରାୟ ୧୮% ଦେଶୀ ଭାଷା ବ୍ୟବହାର କରୁଥିବା ଉପଭୋକ୍ତାଙ୍କ ସଂଖ୍ୟା ବଢୁଥିବାର ଦେଖିବାକୁ ମିଳୁଛି।
ଇଣ୍ଟରନେଟ୍‌ରେ ବିଭିନ୍ନ ଆଞ୍ଚଳିକ ଭାଷା ବିଭିନ୍ନ ସର୍ଭିସ ଲାଗି ଯଥା ମେସେଜ ବା ଚାଟ୍‌(୧୬୯ ମିଲିଅନ୍‌), ସୋସିଆଲ ମିଡିଆ(୧୧୫ମିଲିଅନ୍‌), ଡିଜିଟାଲ ଏଣ୍ଟରଟେନ୍‌ମେଣ୍ଟ(୧୬୭ ମିଲିଅନ୍‌), ଅନ୍‌ଲାଇନ୍‌ ନ୍ୟୁ୍‌(୧୦୬) ବ୍ୟବହାର କରାଯାଉଛି।
୨୦୨୧ ସୁଦ୍ଧା ଭାରତରେ ଇଣ୍ଟରନେଟ୍‌ରେ ହିନ୍ଦୀ ଭାଷା ଉପଭୋକ୍ତାଙ୍କ ସଂଖ୍ୟା ଇଂଲିଶ ଭାଷା ଉପଭୋକ୍ତାଙ୍କ ତୁଳନାରେ ଯଥେଷ୍ଟ ବଢିଯିବ ବୋଲି ସମ୍ଭାବନା ରହିଛ।
ଏହା ବ୍ୟତୀତ ତାମିଲ, କନ୍ନଡ, ବଙ୍ଗଳା, ମରାଠୀ, ତେଲଗୁ, ଗୁରାଟୀ, ମାଲାୟାଲମ୍‌ ଏବଂ ଓଡିଆ ଭାଷା ବ୍ୟବହାରୀଙ୍କ ସଂଖ୍ୟା ମଧ୍ୟ ବଢୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri