ଇଣ୍ଡିଆନ୍‌ ଅଏଲ୍‌ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସହାୟତା

ଭୁବନେଶ୍ୱର,୮।୧୧: ଇଣ୍ଡିଆନ୍‌ ଅଏଲ ପକ୍ଷରୁ ବାଲିଅନ୍ତା ବ୍ଲକ ଉମାଦେଇପୁର ବ୍ରହ୍ମପୁର ପଞ୍ଚାୟତର ଅନ୍ତର୍ଗତ ନାଗପୁର ଗ୍ରାମର କୁମର ରାଉତ(୭୦) ଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଛି। କମ୍ପାନୀର ମହାପ୍ରବନ୍ଧକ ଦେବୀ ପ୍ରସାଦ ଶତପଥୀ ଏବଂ ମୁଖ୍ୟ ପ୍ରବନ୍ଧକ ଶ୍ରୀନିବାସ ପାତ୍ର ଏହି ସାଇକେଲକୁ ହସ୍ତାନ୍ତର କରିଛନ୍ତି। କମ୍ପାନୀର ଏହି ପ୍ରଚେଷ୍ଟାକୁ ଆନ୍ତରିକତା ସହ ଗ୍ରହଣ କରି ଅତ୍ୟନ୍ତ ଖୁସି ବୋଲି କୁମର ରାଉତ କହିଛନ୍ତି। ସୂଚନାଯୋଗ୍ୟ, ପିଲାବେଳୁ କୁମରଙ୍କ ଡାହାଣ ଗୋଡ ଏକ ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକାମୀ ହୋଇଯାଇଥିଲା। ଏକ ଟ୍ରାଇସାଇକେଲ ପାଇବା ଲାଗି ବାରମ୍ବାର ପ୍ରଶାସନର ଦ୍ୱାରସ୍ଥ ହେଉଥିଲେ ମଧ୍ୟ ତାଙ୍କୁ ସାଇକେଲ ମିଳି ନ ଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହି ଖବର ଆସିବା ପରେ ଇଣ୍ଡିଆନ ଅଏଲ ପକ୍ଷରୁ ସହାୟତା କରାଯାଇଛି। ଏଭଳି ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ନିଜର ଯୋଗଦାନ ରଖୁଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ଓଡ଼ିଆ ଶିଶୁ ସାହିତ୍ୟର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନା

ଭୁବନେଶ୍ୱର,୯ା୯: ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବଉଳଫୁଲ ଶିଶୁ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଶିଶୁ ସାହିତି୍ୟକ ତଥା ‘ଗାଁ ଭୂଇଁ’…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri