ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ସୁରପ୍ରଭା ଜ୍ୟୋତିର୍ମୟୀ ନାୟକ। ଦୀର୍ଘ ମାସ ଧରି ଚାଲିଥିବା ଏହି କଡ଼ା ପ୍ରତିଯୋଗିତାର ଗ୍ରାଣ୍ଡ୍ ଫାଇନାଲରେ ନିଜର ଦମଦାର୍ ଗାୟକୀ ବଳରେ ସେ ଆଞ୍ଚଳିକ ଓ ଜାତୀୟ ସ୍ତରର କୋଟି କୋଟି ଶ୍ରୋତାଙ୍କ ହୃଦୟ ଜିତିବା ସହ ଟ୍ରଫି ହାତେଇଛନ୍ତି।

ପ୍ରଥମ ଓଡ଼ିଆ ଝିଅ ଭାବେ ଏହି ସମ୍ମାନଜନକ ଆଖ୍ୟା ଅର୍ଜନ କରି ସେ ଏକ ଐତିହାସିକ ରେକର୍ଡ ରଚିଛନ୍ତି। ବିଜୟ ସହ ଜ୍ୟୋତିର୍ମୟୀଙ୍କୁ ଆକର୍ଷଣୀୟ ଟ୍ରଫି ଏବଂ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି।

ଏହି ଗ୍ରାଣ୍ଡ ଫାଇନାଲ୍ ସନ୍ଧ୍ୟାରେ ମୁଖ୍ୟ ବିଚାରକ ଶ୍ରେୟା ଘୋଷାଲ, ବାଦଶାହଙ୍କ ସହ ଶ୍ରେଷ୍ଠ କଣ୍ଠଶିଳ୍ପୀ ଉଷା ଉଥୁପ, ଉଦିତ୍ ନାରାୟଣ, ପାପନ, କୁମାର ସାନୁ ଏବଂ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଓ ଶେହନାଜ ଗିଲ୍ ପ୍ରମୁଖ ଉପସ୍ଥିତ ଥିଲେ। ​ଜ୍ୟୋତିର୍ମୟୀ ପୂର୍ବରୁ ଓଡ଼ିଆ ସଙ୍ଗୀତ ଜଗତରେ ନିଜ ଗାୟକତାର ଯାଦୁ ଦେଖାଇସାରିଛନ୍ତି। ତାଙ୍କର ଏହି ମହାନ ସଫଳତା ପାଇଁ ସାରା ଓଡ଼ିଶାରେ ଖୁସିର ଲହରୀ ଖେଳିଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri