Posted inଜାତୀୟ

ଇଣ୍ଡିଆର ଏବେ ବ୍ରେନ ଡେଡ ହୋଇସାରିଛି: କେନ୍ଦ୍ର ମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୧ : ସଂସଦରେ ବଜେଟ ଅଧିବେଶନ ପୂର୍ବରୁ ସମସ୍ତ ଦଳର ନେତାଙ୍କ ସହ ମଙ୍ଗଳବାର ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପରେ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଭାଜପା ବିରୋଧୀ ଇଣ୍ଡିଆ ସମ୍ପର୍କରେ ପ୍ରଶ୍ନ କରାଯାଇଥିଲା। ସେ କହିଛନ୍ତି, ଇଣ୍ଡିଆର ଏବେ ବ୍ରେନ ଡେଡ ହୋଇସାରିଛି। ଦଳର ସହଯୋଗୀମାନେ ଧୀରେ ଧୀରେ ମେଣ୍ଟଠାରୁ ଦୂରେଇବାରେ ଲାଗିଛନ୍ତି।

ସେ କହିଛନ୍ତି ଆମେ ଏହା କହି ସାରିଛୁ ଏହା ଏକ ଅସ୍ବାଭାବିକ ମେଣ୍ଟ। ଯାହା ସ୍ବାଭାବିକ ନୁହେଁ ତାହାର ଶୀଘ୍ର ମୃତ୍ୟୁଘଟେ। ଏହା ଇଣ୍ଡିଆ କ୍ଷେତ୍ରରେ ଘଟିଛି। କଂଗ୍ରେସର ପ୍ରକୃତି ହେଉଛି ଝଗଡ଼ା କରିବା ଏବଂ ଭାଙ୍ଗିବା। ଏବେ ଇଣ୍ଡିଆ ଏହି ଝଗଡ଼ାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri