ଭୁବନେଶ୍ୱର,୧୨।୮ : ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ଡିଜିଟାଲ ଇଣ୍ଡିଆ ସେଲ୍ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ଲୋକପ୍ରିୟ ଅଭିଯାନ ‘ଇଣ୍ଡିଆସ ବିଗେଷ୍ଟ ଇଲେକ୍ଟ୍ରୋନିକ୍ସ ସେଲ୍’ ଜରିଆରେ ଉପଭୋକ୍ତମାନଙ୍କୁ ଟେକ୍ନୋଲୋଜି ସହ ସଶକ୍ତ କରିବା ପାଇଁ ରିଲାଏନ୍ସ ଡିଜିଟାଲ ସବୁ ପ୍ରକାର ସୁବିଧା ଯୋଗାଇ ଦେଉଛି। ଏହି ସୁବିଧା ଓ ସେଲ୍ ୨୦୨୩ ଅଗଷ୍ଟ ୧୫ ପର୍ଯ୍ୟନ୍ତ ସମସ୍ତ ଡିଜିଟାଲ ଷ୍ଟୋରରେ ଉପଲବ୍ଧ। ଏପରିକି ଏହି ଅଭିଯାନରେ ଉପଭୋକ୍ତା ବିଭିନ୍ନ ପ୍ରକାର ଅତ୍ୟାଧୁନିକ ଇଲେକ୍ଟ୍ରୋନିକ୍ସ ସାମଗ୍ରୀଗୁଡ଼ିକ ଉପରେ ଆକର୍ଷଣୀୟ ସୁବିଧା ଓ ସୁନିଶ୍ଚିତ ରିହାତି ପାଇପାରିବେ। ସେହିଭଳି ଡିଜିଟାଲ ଇଣ୍ଡିଆ ସେଲ୍ ଜରିଆରେ ଗ୍ରାହକମାନଙ୍କୁ ଆକର୍ଷଣୀୟ ଅଫର ସହ ଏସ୍ବିଆଇ କ୍ରେଡିଟ୍ କାର୍ଡର କାରବାର ଉପରେ ୫୦୦୦ ଟଙ୍କା ପର୍ଯ୍ୟନ୍ତ ତତକ୍ଷଣାତ୍ ୧୦%ର ଏକ ରିହାତି ପ୍ରଦାନ କରାଯାଉଛି। କେବଳ ସେତିକି ନୁହେଁ, ଗ୍ରାହକମାନେ ସମସ୍ତ ଡେବିଟ୍ ଓ କ୍ରେଡିଟ୍ କାର୍ଡର କ୍ରୟ ଉପରେ ୩୦୦୦ ଟଙ୍କାର ଅତିରିକ୍ତ ୫% ତତ୍କାଳ ରିହାତିର ଲାଭ ମଧ୍ୟ ଉଠାଇପାରିବେ ଏବଂ ପରବର୍ତ୍ତୀ କ୍ରୟରେ ୧୦%ର ସୁନିଶ୍ଚିତ ରିହାତି ମଧ୍ୟ ପାଇବା ପାଇଁ ରିଡିମ୍ ହୋଇପାରୁଥିବା ଏକ ଭାଉଚର୍ ପାଇବେ, ଯାହା ସଞ୍ଚୟର ଏକ ଡବଲ ବୋନାଞ୍ଜା ହେବ ଏବଂ ଯେଉଁମାନେ ୟୁପିଆଇ ଟ୍ରାଞ୍ଜାକ୍ସନ୍ କରିବାକୁ ଚାହିଁବେ, ସେମାନେ ୧୦%ର ଏକ ତୁରନ୍ତ ରିହାତି ପାଇପାରିବେ। ଏହିସବୁ ନଗଦ ରିହାତି ବ୍ୟତୀତ ରିଲାଏନ୍ସ ଡିଜିଟାଲରେ ସମସ୍ତ ବର୍ଗ ଉପରେ ନିଶ୍ଚିତ ରୂପେ କିଛି ନା କିଛି ଚମତ୍କାର ଅଫର ମଧ୍ୟ ରହିଛି।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


