ଇଣ୍ଡୋନେସିଆ ବସ୍‌ ଦୁର୍ଘଟଣା: ୨୪ ମୃତ

ଜାକର୍ତ୍ତା,୨୪।୧୨: ଇଣ୍ଡୋନେସିଆର ଦକ୍ଷିଣ ସୁମାତ୍ରା ଅଞ୍ଚଳରେ ସୋମବାର ରାତିରେ ଏକ ବସ୍‌ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଅତିକମ୍‌ରେ ୨୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୩ ଆହତ ହୋଇଥିବା ସୂଚନା ମିଳିଛି। ବସ୍‌ଟି ଏକ ପାହାଡ଼ ତଳକୁ ଖସି ପଡିବା ଫଳରେ ଦୁର୍ଘଟଣା ଘଟିଥିବା କୁହାଯାଉଛି। ଅନ୍ତରା ନ୍ୟୁଜ ଏଜେନ୍ସିର ସୂଚନା ଅନୁଯାୟୀ ବସ୍‌ରେ ମୋଟ ୩୭ ଜଣ ଯାତ୍ରୀ ଥିବା ବେଳେ ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତଙ୍କୁ ଚିକିତ୍ସା ଲାଗି ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri