ଇଦ୍‌ରେ ରିଲିଜ୍‌ ହୋଇଥିବା ସଲମାନଙ୍କ ଫିଲ୍ମ କରେ ଭଲ ବ୍ୟବସାୟ

ମୁମ୍ବାଇ: ପ୍ରାୟ ପ୍ରତିବର୍ଷ ବଲିଉଡରେ ଇଦ୍‌ ଖାଲିଥାଏ ସଲମାନଙ୍କ ପାଇଁ। କାରଣ ସେ ଇଦ୍‌ରେ ଭେଟି ଦିଅନ୍ତି ଜବରଦସ୍ତ ଏଣ୍ଟଟେନମେଣ୍ଟ। ଏଥର ମଧ୍ୟ ସଲମାନଙ୍କ ଅଭିନୀତ ଫିଲ୍ମ ‘ଭାରତ’ ଇଦ୍‌ରେ ରିଲିଜ୍‌ ହେବ। ୨୦୦୯ରେ ସଲମାନଙ୍କ ଅଭିନୀତ ଫିଲ୍ମ ‘ଓ୍ବାଣ୍ଟେଡ୍‌’ ଇଦ୍‌ରେ ରିଲିଜ୍‌ ହେବା ସହ ଭଲ ବ୍ୟବସାୟ କରିଥିଲା। ୩୬ କୋଟିର ଏହି ଫିଲ୍ମ ବକ୍ସ ଅଫିସରେ ଆୟ କରିଥିଲା ୧୩୬ କୋଟି ଟଙ୍କା। ୨୦୧୦ ଇଦ୍‌ରେ ଆସିଲା ‘ଦବଙ୍ଗ’। ୪୨ କୋଟି ବଜେଟର ଏହି ଫିଲ୍‌ କଲେକ୍ସନ କଲା ୧୪୫ କୋଟି। ୨୦୧୧ରେ ଆସିଲା ‘ବଡି ଗାର୍ଡ’ ଆଉ ଏହା ବି ହେଲା ବକ୍ସ ଅଫିସରେ ହିଟ୍‌ ୬୦କୋଟି ଖର୍ଚ୍ଚରେ ନିର୍ମାଣ କରାଯାଇଥିବା ଏହି ଫିଲ୍ମ ବ୍ୟବସାୟ କଲା ୧୪୨ କୋଟି। ୨୦୧୨ରେ ପୁଣି ଥରେ ଇଦ୍‌ରେ ଧୁମ୍‌ ମଚାଇଲେ ସଲମାନ। ‘ଏକ୍‌ ଥା ଟାଇଗର’ ମଧ୍ୟ ଶହେ କୋଟି କ୍ଲବରେ ସାମିଲ ହେଲା। ‘କିକ୍‌’ ମଧ୍ୟ ରହିଲା ନାହିଁ ପଛରେ। ଭାଇଜାନଙ୍କ ଏହି ଫିଲ୍ମ ସହଜରେ ୨ଶହ କୋଟି କ୍ଲବରେ ସାମିଲ ହୋଇଥିଲା। ୨୦୧୫ରେ ସବୁ ରେକର୍ଡ ବ୍ରେକ୍‌ କଲା ସଲମାନ୍‌ଙ୍କ ଅଭିନୀତ ଫିଲ୍ମ ‘ବଜରଙ୍ଗି ଭାଇଜାନ୍‌’। ୯୭୦ କୋଟିର ବିଜନେସ୍‌ କରି ଇଦ୍‌ରେ ବଲିଉଡ୍‌ ବକ୍ସ ଅଫିସରେ କଲା ରେକର୍ଡ। ସେମିତି ‘ସୁଲତାନ୍‌’ ଓ ‘ଟ୍ୟୁବଲାଇଟ୍‌’ ମଧ୍ୟ ଇଦ୍‌ ଅବସରରେ ରିଲିଜ୍‌ ହୋଇ ସଲମାନଙ୍କ ପାଇଁ ଆଣିଥିଲା ସଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?