Posted inଜାତୀୟ

ଇନ୍ଦୋରରେ ଅନର୍‌କିଲିଂ:ଭଉଣୀଙ୍କୁ ଗୁଳିକଲେ ସାନଭାଇ

ଇନ୍ଦୋର,୨୩ା୬(ପି.ଟି.): ମଧ୍ୟପ୍ରଦେଶର ଇନ୍ଦୋରରେ ଶନିବାର ଏକ ଅନରକିଲିଂ ଘଟଣା ସାମ୍ନାକୁ ଆସିଛି। ଅନ୍ୟ ଜାତିରେ ବିବାହ କରିଥିବା ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ତାଙ୍କ ସାନଭାଇ ଗୁଳିକରି ହତ୍ୟା କରିଛନ୍ତି। ବୁଲ୍‌ବୁଲ୍‌ ନାମ୍ନୀ ଯୁବତୀ ଜଣକ ପରିବାରର ବିରୋଧ ସତ୍ତ୍ୱେ ୬ ମାସ ତଳେ ରାଓ୍ବଡ୍‌ ଗ୍ରାମର କୁଳଦୀପଙ୍କୁ ବିବାହ କରିଥିଲେ। ବିବାହ ପରେ ସେମାନେ ବୁଲବୁଲଙ୍କ ଗାଁକୁ ପ୍ରଥମଥର ପାଇଁ ଆସିଥିଲେ। ବୁଲ୍‌ବୁଲ୍‌ଙ୍କ ନାବାଳକ ଭାଇ ତାଙ୍କୁ ଗୁଳିକରି ହତ୍ୟା କରିବା ପରେ ବେଟ୍‌ମା ଥାନାରେ ଆମତ୍ସମର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁଡୁଙ୍ଗୁରୀ ୟୁପି ସ୍କୁଲରୁ ବ୍ୟାପକ ଚୋରି, ରାତି ଅଧରେ କବାଟ ଭାଙ୍ଗି ନେଇଗଲେ…

ଅମରପାଲି,୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଭାଲୁଡ଼ୁଙ୍ଗୁରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ସୋମବାର ରାତିରେ ବ୍ୟାପକ ଜିନିଷ ଚୋରି ହୋଇଥିବା ଅଭିଯୋଗ…

ଆସୁଛି ବଡ଼ ‘ବିପର୍ଯ୍ୟୟ’: ଏଲ ନିନୋ ତାଣ୍ଡବ ସୃଷ୍ଟି କରିବାକୁ ପ୍ରସ୍ତୁତ, ଭାରତ ଉପରେ ପକାଇବ‘ଗମ୍ଭୀର’ ପ୍ରଭାବ

ନୂଆଦିଲ୍ଲୀ,୨।୬: ଆମେରିକାର ଜାତୀୟ ସମୁଦ୍ର ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (NOAA)ର ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି ଯେ ଏହି ବର୍ଷର ଆଟଲାଣ୍ଟିକ ବାତ୍ୟା ଋତୁ ସାଧାରଣ ଅପେକ୍ଷା…

ମଙ୍ଗଳବାରରେ ଏହି ରାଶି ଉପରେ ରହିବ ହନୁମାନଙ୍କ କୃପା, ସବୁ କାର୍ଯ୍ୟରେ ସଫଳତା

ଆଜି ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷର ଦ୍ୱିତୀୟା ତିଥି ପାଳନ କରାଯାଏ । ଏହି ମଙ୍ଗଳବାର ଦିନ ଜ୍ୟେଷ୍ଠ ମାସ ମଧ୍ୟରେ ପଡୁଥିବାରୁ, ଏହାକୁ ବଡ଼ ମଙ୍ଗଳ…

ଆନ୍ଦୋଳନ ଚେତାବନୀ ଦେଲେ ଚାଷୀ: ଟୋକନ ସମସ୍ୟାର ସମାଧାନ ନ ହେଲେ…

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଅନ୍ୟବର୍ଷ ଅପେକ୍ଷା ଏଥର ଧାନବିକ୍ରି ଟୋକନରେ ହୋଇଥିବା ଅନିୟମିତତା ଚାଷୀଙ୍କୁ ଅଡୁଆରେ ପକାଇ ଦେଇଛି। ଅନେକ…

ଏହି ଦେଶର ଉପ-ପ୍ରଧାନମନ୍ତ୍ରୀ ବିରାଟଙ୍କର ଜଣେ ବଡ଼ ଫ୍ୟାନ, IPL ମ୍ୟାଚ ବିଜୟ ପରେ ସେ କହିଛନ୍ତି…

ନୂଆଦିଲ୍ଲୀ.୨।୬: ଅଷ୍ଟ୍ରେଲିଆର ଉପ-ପ୍ରଧାନମନ୍ତ୍ରୀ ରିଚାର୍ଡ ମାର୍ଲେସ, IPL 2026 ଫାଇନାଲରେ 75 ରନର ଏକ ଚମତ୍କାର ଇନିଂସ ସହିତ RCBକୁ ଚାମ୍ପିୟନସିପ ଟାଇଟଲ ହାସଲ କରିଥିବା ବିରାଟ…

ଇରାନ ଦେଲାଣି ଏମିତି ଚେତାବନୀ ଏବେ ଚୁଲି ଜଳିବା ହେବ ମୁସ୍କିଲ

ତେହରାନ,୨।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଚାଲିଥିବା ଆଲୋଚନା ମଧ୍ୟରେ, କୌଣସି ଦେଶ ଅନ୍ୟକୁ ଭୟଭୀତ କରିବାକୁ କୌଣସି ପ୍ରୟାସ ଛାଡ଼ୁନାହାଁନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ…

ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ

ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri