ଇନ୍ଦ୍ରାବତୀ ଜଳଭଣ୍ଡାରର ୨ ଗେଟ ଖୋଲିଲା

ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଇନ୍ଦ୍ରାବତୀ ସ୍ଥିତ ଦେଓପାଲି ବନ୍ଧର ଗୁରୁବାର ୨ଟି ଗେଟ ଖୋଲାଯାଇଛି। ଦେଓପାଲି ବନ୍ଧର ୨ ନଂ ଓ ୬ ନଂ ଗେଟ୍‌ ଖୋଲାଯାଇଛି। ୨ ନଂ ଗେଟରେ ୧୮୦ ଘନମିଟର ଓ ୬ ନଂ ଗେଟରେ ୨୪୦ ଘନମିଟର ଜଳ ନିଷ୍କାସିତ ହେଉଛି। ଜଳଭଣ୍ଡାର ମଧ୍ୟକୁ ୨୫୪.୯୫ ଘନମିଟର ଜଳ ପ୍ରବେଶ କରୁଛି। ଗେଟ ଖୋଲା ଯିବା ପୂର୍ବରୁ ଜଳଭଣ୍ଡାରର ଜଳପତ୍ତନ ୬୩୯.୮୦ ମିଟର ରହିଥିଲା। ସର୍ବୋଚ୍ଚ ଯନ୍ତ୍ରୀ ଲମ୍ବୋଦର ପ୍ରଧାନଙ୍କ ଉପସ୍ଥିତିରେ ଗେଟ୍‌ ଖୋଲା ଯାଇଥିଲା। ମୁଖ୍ୟନିର୍ମାଣ ଯନ୍ତ୍ରୀ ଗୋପାଳ ଚନ୍ଦ୍ର ଦାସ, ଏସିସି ଲମ୍ବୋଧର ପୁହାଣ, ପୋଡାଗଡ ବନ୍ଧ ନିର୍ବାହୀ ଯନ୍ତ୍ରୀ ସାମନ୍ତ ଶେଖର ଧଳ, ସହକାରୀ ଯନ୍ତ୍ରୀ ସୋମନାଥ ମହାରଣା, ଇଂ. ନିରାକାର ପାଇକ, ଇଂ. ଶ୍ରୀନିବାସ ପାତ୍ର, ଇଂ. ବାଲାଜୀ ପାତ୍ର, ଇଂ. ବିକ୍ରମ ମହାପାତ୍ର, ଇଂ.ସରୋଜ କାନ୍ତ ଦାସ, ବୈଷ୍ଣବ ସାହୁ, କିଶୋର ପଣ୍ଡା , ମନୋଜ କୁମାର ଉପସ୍ଥିତ ଥିଲେ। ଗେଟ ଖୋଲା ଯିବା ପୂର୍ବରୁ ବସ୍ତର ଜିଲାପାଳ, ନବରଙ୍ଗପୁର ଜିଲାପାଳ, କୋରାପୁଟ ଜିଲାପାଳଙ୍କୁ ଅବଗତ କରାଯାଇଥିଲା। ଗେଟ ଖୋଲା ଯିବା ପରେ ସ୍ଥିତିର ସମୀକ୍ଷା ପାଇଁ ଜିଲାପାଳ ଅଜିତ କୁମାର ମିଶ୍ର, ବିଡିଓ ଅକ୍ଷମିତା କାର୍ତ୍ତିକ, ତେନ୍ତୁୁଳିଖୁଣ୍ଟି ତହସିଲଦାର ପ୍ରଦୀପ କରଙ୍କ ସହ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri