ଇନ୍ଧନ ସଞ୍ଚୟ କ୍ଷେତ୍ରରେ ମହିନ୍ଦ୍ରା ବ୍ଲେଜୋର ସଫଳତା

ମୁମ୍ବାଇ,୧୭-୧୦: ମହିନ୍ଦ୍ରା ଟ୍ରକ ଆଣ୍ଡ ବସ୍‌( ଏମ୍‌ଟିବି) ଡିଭିଜନ ପକ୍ଷରୁ ଏହାର ବ୍ଲେଜୋ ମଡେଲ ଇନ୍ଧନ ସଞ୍ଚୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ବଜାରକୁ ଆସିବାର ୩ ବର୍ଷ ମଧ୍ୟରେ ଏହି ମଡେଲ ଦେଶର ସବୁଠାରୁ ଅଧିକ ଇନ୍ଧନ ସଞ୍ଚୟକାରୀ ଟ୍ରକ ହୋଇ ପାରିଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। କମ୍ପାନୀ ଏହାର ଗ୍ରାହକଙ୍କ ଲାଗି ବିଏସ୍‌ -୬ ପ୍ରଡକ୍ଟଗୁଡିକୁ ସରଳୀକରଣ କରିବା ଦିଗରେ କାର୍ଯ୍ୟ କରୁଛି। ୬ ମାସ ମଧ୍ୟରେ ଆଇସିଭି ସେଗମେଣ୍ଟରେ ଏହା ୪ତମ ସ୍ଥାନରେ ରହିଛି। ଉକ୍ତ ସେଗମେଣ୍ଟରେ ଏହା ଶୀଘ୍ର ସମ୍ପୂର୍ଣ୍ଣ ରେଞ୍ଜ ପ୍ଲେୟର ଭାବେ କାର୍ଯ୍ୟ କରିବ। କମ୍ପାନୀ କର୍ମଚାରୀ ଏବଂ ସ୍କୁଲ ସେଗମେଣ୍ଟ ଲାଗି ଲଙ୍ଗ ଟର୍ମ ଓଭରଲଙ୍ଗ(ଏଲ୍‌ପିଓ) ରେଞ୍ଜରେ କ୍ରୁଜିଓ ଯାନ ଆଣିଛି। ବିସ୍ତୃତ ସର୍ଭିସ ଏବଂ ସ୍ପେୟାର ନେଟଓ୍ବର୍କ ସହ ସେବା ଯୋଗାଣ ହେଉଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଏହା ୧୦୦ରୁ ଉର୍ଦ୍ଧ୍ୱ ୩ଏସ୍‌ ଡିଲରଶିପ, ୨୧୦ ଅଧିକୃତ ସର୍ଭିସ ସେଣ୍ଟର, ବିସ୍ତୃତ ସ୍ପେୟାର ରିଟେଲ ଆଉଟଲେଟ, ୩୯ ଷ୍ଟ୍ରାଟେଜିକ ପାର୍ଟସ ପ୍ଲାଜା ଏବଂ ୩ ସର୍ଭିସ କରିଡର ସହ ସେବା ଯୋଗାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri