ଇନ୍‌ଫର୍ମର ସନ୍ଦେହରେ ମାଓବାଦୀ ତିନି ଗ୍ରାମବାସୀଙ୍କୁ ଉଠାଇନେବା ଘଟଣା: ଜଣଙ୍କୁ ହତ୍ୟା, ଦୁଇ ଜଣଙ୍କୁ ଛାଡିଦେଲେ

ମାଲକାନଗିରି,୩୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ଥାନା କୁକୁରକୁଣ୍ଡର ୩ ଗ୍ରାମବାସୀଙ୍କୁ ମାଓବାଦୀ ଉଠାଇ ନେଇଥିଲେ। ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ସେମାନଙ୍କୁ ଉଠାଇନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ଗଳାକାଟି ହତ୍ୟା କରିଛନ୍ତି। ମୃତ ବ୍ୟକ୍ତି ହେଲେ ଗୁଜା କୋବାସୀ। ଶନିବାର ପ୍ରଜାକୋର୍ଟ କରି ମାଓବାଦୀ ତାଙ୍କ ଗଳାକାଟି ଦେଇଥିଲା ବେଳେ ଅନ୍ୟ ୨ ଜଣ ଅପହୃତ ମାସା ସୋ ଓ ଉଙ୍ଗା କାଲମାରିଙ୍କୁ ମାଓବାଦୀ ନିସ୍ତୁକ ମାଡ଼ ମାରି ଛାଡ଼ି ଦେଇଛନ୍ତି। ଏ ଘଟଣା ପରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି।
ସୂଚନାଯୋଗ୍ୟ, ପ୍ରଥମ ଦୁଇ ଗ୍ରାମବାସୀଙ୍କୁ ଅପହରଣ କରାଯାଇଥିବା କୁହାଯାଉଥିବା ବେଳେ ପରେ ୩ ଜଣଙ୍କୁ ଅପହରଣ କରାଯାଇଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri