ଇନ୍‌ଫର୍ମର ସନ୍ଦେହରେ ମାଓବାଦୀ ତିନି ଗ୍ରାମବାସୀଙ୍କୁ ଉଠାଇନେବା ଘଟଣା: ଜଣଙ୍କୁ ହତ୍ୟା, ଦୁଇ ଜଣଙ୍କୁ ଛାଡିଦେଲେ

ମାଲକାନଗିରି,୩୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ଥାନା କୁକୁରକୁଣ୍ଡର ୩ ଗ୍ରାମବାସୀଙ୍କୁ ମାଓବାଦୀ ଉଠାଇ ନେଇଥିଲେ। ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ସେମାନଙ୍କୁ ଉଠାଇନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ଗଳାକାଟି ହତ୍ୟା କରିଛନ୍ତି। ମୃତ ବ୍ୟକ୍ତି ହେଲେ ଗୁଜା କୋବାସୀ। ଶନିବାର ପ୍ରଜାକୋର୍ଟ କରି ମାଓବାଦୀ ତାଙ୍କ ଗଳାକାଟି ଦେଇଥିଲା ବେଳେ ଅନ୍ୟ ୨ ଜଣ ଅପହୃତ ମାସା ସୋ ଓ ଉଙ୍ଗା କାଲମାରିଙ୍କୁ ମାଓବାଦୀ ନିସ୍ତୁକ ମାଡ଼ ମାରି ଛାଡ଼ି ଦେଇଛନ୍ତି। ଏ ଘଟଣା ପରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି।
ସୂଚନାଯୋଗ୍ୟ, ପ୍ରଥମ ଦୁଇ ଗ୍ରାମବାସୀଙ୍କୁ ଅପହରଣ କରାଯାଇଥିବା କୁହାଯାଉଥିବା ବେଳେ ପରେ ୩ ଜଣଙ୍କୁ ଅପହରଣ କରାଯାଇଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri