‘ଇନ୍‌ଶାଅଲ୍ଲାହ’ରେ ସଲମାନ୍‌ ନୁହେଁ, ଆଲିଆଙ୍କ ବିପକ୍ଷରେ ନଜର ଆସିବେ ହ୍ରିତିକ୍‌ !

ମୁମ୍ବାଇ: ସଞ୍ଜୟ ଲୀଲା ବନ୍‌ଶାଲୀଙ୍କ ଫିଲ୍ମ ‘ଇନ୍‌ଶାଅଲ୍ଲାହ’ରେ ନାୟକ କିଏ ହେବ ତାହା ସ୍ଥିର ହୋଇପାରୁନାହିଁ। ପ୍ରଥମେ ଏଥିରେ ଆଲିଆ ଭଟ୍ଟଙ୍କ ସହ ସଲମାନ୍‌ ଖାନ୍‌ଙ୍କୁ ଦେଖିବାକୁ ମିଳିବ ବୋଲି କୁହାଯାଉଥିଲା। ଏନେଇ ଘୋଷଣା ମଧ୍ୟ ହୋଇଥିଲା। କିନ୍ତୁ ଏବେ ସଲମାନ ଫିଲ୍ମକୁ କରିବାକୁ ମନା କରିଦେବା ପରେ ଆଲିଆଙ୍କ ବିପକ୍ଷରେ କିଏ ନାୟକ ହେବ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରଥମେ ଶାହରୁଖ ଖାନ୍‌ ଏବଂ ରଣବୀର ସିଂହ ଫିଲ୍ମରେ କାମ କରିପାରନ୍ତି ବୋଲି ଶୁଣାଯାଉଥିବା ବେଳେ ଏବେ ହ୍ରିତିକ୍‌ ରୋଶନଙ୍କ ନାମ ତାଲିକାରେ ଯୋଡ଼ି ହୋଇଛି। ନିକଟରେ ହ୍ରିତିକ ବନଶାଲୀଙ୍କୁ ଭେଟିଛନ୍ତି। ଏଣୁ ସେ ନାୟକ ହୋଇପାରନ୍ତି ବୋଲି ଆଲୋଚନା ହେଉଛି।
ତେବେ ପୂର୍ବରୁ ହ୍ରିତିକ୍‌ ବନଶାଲୀଙ୍କ ଫିଲ୍ମ ‘ଗୁଜାରିଶ୍‌’ରେ କାମ କରିଛନ୍ତି। ବକ୍ସ ଅଫିସରେ ଏହା ଭଲ ପ୍ରଦର୍ଶନ କରି ନ ଥିଲେ ହେଁ ଚଳଚ୍ଚିତ୍ରରେ ତାଙ୍କ କାମକୁ ବେଶ୍‌ ପସନ୍ଦ କରାଯାଇଥିଲା। ଆଉ ଏବେ ଆଲିଆଙ୍କ ସହ ତାଙ୍କର ଯୋଡ଼ି ହେବା ନିଶ୍ଚିତ ହେଲେ ଉଭୟଙ୍କୁ ଦର୍ଶକେ ପ୍ରଥମ ଥର ଲାଗି ଉଭୟଙ୍କୁ ଏକାଠି ଦେଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ

ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ  ୨ ଦିନିଆ ଦାରିଙ୍ଗବାଡି ଗସ୍ତ  କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri