ଇବ୍ରାହିମଙ୍କ କାନ୍ଧରେ ବସି ମୌସୁମୀର ମଜା ନେଉଛନ୍ତି ସାରା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ସାରା ଅଲି ଖାଁ ଏବେ ଖୁବ୍‌ ଚର୍ଚ୍ଚାରେ। ମଝିରେ ମଝିରେ ସେ ସୋସିଆଲ ମିଡିଆରେ କିଛି ଫଟୋ ଓ ଭିଡିଓ ଶେୟାର କରି ଆସୁଛନ୍ତି ଚର୍ଚ୍ଚାକୁ। ସାରା ଓ ତାଙ୍କ ଭାଇ ଇବ୍ରାହିମଙ୍କ ବଣ୍ଡିଙ୍ଗକୁ ନେଇ ସମସ୍ତେ ଅଳ୍ପ ବହୁତେ ଜାଣିଥିବେ ନିଶ୍ଚୟ। ଏମାନଙ୍କ ମଧ୍ୟରେ ବେଶ୍‌ ଭଲ ସମ୍ପର୍କ। ଅଧିକାଂଶ ସମୟରେ ଏମାନଙ୍କୁ ଏକାଠି ଦେଖିବାକୁ ମିଳିଥାଏ। ନିକଟରେ ଉଭୟଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଅଭିନେତ୍ରୀ ସାରା ନିଜ ଭାଇ ଇବ୍ରାହିମଙ୍କ କାନ୍ଧରେ ବସି ମୌସୁମୀର ମଜା ନେଉଥିବା ଦେଖାଯାଇଛି। ଏହି ଫଟୋକୁ ସାରା ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ କରିବା ପରେ ଏହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଫଟୋ ଶେୟାର କରିବା ସହ ସାରା ଲେଖିଛନ୍ତି ଏହା ରାକ୍ଷୀ ପରର ବଣ୍ଡିଙ୍ଗ। ଆଉ ଏଥିପାଇଁ ତାଙ୍କ ସାନ ଭାଇ ତାଙ୍କୁ କୁଆଡେ ଲାଞ୍ଚ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri