ଇଭିଏମ୍‌ ଅଚଳ : ଧାଡ଼ିରେ ଠିଆ ହୋଇ ଚେତାଶୂନ୍ୟ ହେଲେ ୨ ଭୋଟର

ଯାଜପୁରରୋଡ୍‌,୨୯ା୪(ନି.ପ୍ର.): ଯାଜପୁର ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ କୋରେଇ ନିର୍ବାଚନମଣ୍ଡଳୀର ଫାଜଲପୁର ଆଦର୍ଶ ଭୋଟ କେନ୍ଦ୍ରରେ ଏସାରୋଲ୍‌ ବିବି(୨୨) ଭୋଟ ଦେବା ପାଇଁ ଧାଡ଼ିରେ ଠିଆ ହୋଇଥିଲେ। ପ୍ରବଳ ଗରମ ଯୋଗୁ ସେ ଚେତାଶୂନ୍ୟ ହୋଇପଡ଼ିଥିବା ବେଳେ ଖିଲିପଙ୍ଗା ଗ୍ରାମର ସଂଯୁକ୍ତା ସାହୁ(୪୫) ହଳଦୀଗଡ଼ିିଆ ଭୋଟକେନ୍ଦ୍ରରେ ମଧ୍ୟ ଧାଡ଼ିରେ ଠିଆ ହୋଇଥିବା ସମୟରେ ଅସୁସ୍ଥ ହୋଇପଡ଼ିଥିଲେ। ଦୁଇଜଣଙ୍କୁ କୋରେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ହେଉଛନ୍ତି। ଫାଜଲପୁର ୬୭ନଂ ବୁଥ୍‌ରେ ୪୫ ମିନିଟ ଧରି ଇଭିଏମ ଅଚଳ ହୋଇପଡ଼ିଥିଲା। ବୟସ୍କ ବ୍ୟକ୍ତି ଏବଂ ଦିବ୍ୟାଙ୍ଗମାନେ ମଧ୍ୟ ଧାଡ଼ିରେ ଠିଆ ହୋଇଥିଲେ। ଫାଜଲପୁର ଭୋଟକେନ୍ଦ୍ର ନାମକୁମାତ୍ର ଆଦର୍ଶ କେନ୍ଦ୍ର ହୋଇଥିବାବେଳେ ସେଠାରେ ପାନୀୟ ଜଳ ଓ  ଅନ୍ୟାନ୍ୟ ସୁବିଧା ନ ଥିବାରୁ ଭୋଟରମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ: ଅଜୟ କୁମାର

ଭୁବନେଶ୍ୱର, ୨।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଟିକେଟ ପାଇବାକୁ ହେଲେ ଆଉ ଲବି କାମ ଦେବନାହିଁ। ଯେଉଁମାନେ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବାକୁ...

୫୨ ହଜାର ଭୋଟରେ ଜିତିଲେ ବସୁନ୍ଧରା

ଜୟପୁର,୩।୧୨: ୫ ବର୍ଷର ବ୍ୟବଧାନ ପରେ ଭାଜପା ପୁଣି ରାଜସ୍ଥାନରେ କ୍ଷମତାକୁ ଫେରିବା ଏକ ପ୍ରକାର ନିଶ୍ଚିତ ହୋଇଛି। ଭାଜପା ୧୧୫ ଆସନରେ ଆଗୁଆ ରହିଥିବା...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ଝରସୁଗୁଡାରେ ୨୦.୩୮ ପ୍ରତିଶତ ମତଦାନ...

ଝାରସୁଗୁଡା ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ମତଦାନ ଚାଲିଥିବା ବେଳେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଭୋଟ ଦେଇଛନ୍ତି। ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ...

ଆଜି କର୍ନାଟକ ବିଧାନସଭା ନିର୍ବାଚନ: ୫.୩ କୋଟି ଭୋଟର ନିର୍ଣ୍ଣୟ କରିବେ ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ…

ବେଙ୍ଗାଲୁରୁ,୧୦।୫ : ଆଜି କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ମତଦାନ କରାଯାଉଛି। ରାଜ୍ୟର ୫.୩ କୋଟି ଭୋଟର ନିର୍ବାଚନୀ ମଇଦାନରେ ଥିବା ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ...

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ...

ଲଗାତର ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରମୋଦ

ପାଣାଜୀ,୨୮।୩: ଗୋଆର ମୁଖ୍ୟମନ୍ତ୍ରୀ ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି ପ୍ରମୋଦ ସାୱନ୍ତ। ରାଜଧାନୀ ପାଣାଜୀସ୍ଥିତ ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଏକ ସମାରୋହରେ...

ବିଧାନ ପରିଷଦ ପ୍ରାର୍ଥୀ ଘୋଷଣା କଲା ଏସ୍‌ପି

ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ପାଖେଇ ଆସୁଛି। ବିଧାନସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ ହେବା ପରେ ସମାଜବାଦୀ ପାର୍ଟି(ଏସ୍‌ପି) ଏବେ ବିଧାନ ପରିଷଦ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri