ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନୂଆ ମେସିନ ଆସିବା ପରେ ମତଦାନ ହେବ ବୋଲି ପ୍ରିଜାଇଡିଂ ଅଫିସର କହିଛନ୍ତି।

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…
ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…
ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…