ଇମ୍ରାନଙ୍କ ଆଗରେ ମୋଦିଙ୍କ ହୁଙ୍କାର: ଆତଙ୍କବାଦୀଙ୍କୁ ମୂଳପୋଛ କରାଯାଉ

ବିଶକେକ, ୧୪।୬: ସାଂଘାଇ କୋଅପରେଶନ ଅରଗାଇନାଇଜେଶନ(ଏସସିଓ) ସମ୍ମିଳନୀର ଦ୍ୱିତୀୟ ଦିନରେ ଆତଙ୍କବାଦ ମୂଳପୋଛ ପାଇଁ ସବୁ ଦେଶ ମିଶି ଆଗେଇ ଆସିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। କିର୍ଗିଜିସ୍ତାନର ରାଜଧାନୀ ବିଶକେକଠରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ଏହା କହିଛନ୍ତି। ନିକଟରେ ଶ୍ରୀଲଙ୍କାରେ ଆତଙ୍କବାଦୀଙ୍କ ନୃଶଂସ କାର୍ଯ୍ୟକଳାପ ସାରା ଦୁନିଆକୁ ସ୍ତବ୍ଧ କରିଦେଇଥିଲା। ତେଣୁ ଆତଙ୍କବାଦକୁ ମୂଳପୋଛ କରିବା ପାଇଁ ସବୁ ଦେଶ ଏକଜୁଟ ହେବା ଆବଶ୍ୟକ। ସବୁଠୁ ରୋଚକ କଥା ହେଲା, ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପସ୍ଥିତିରେ ସେ ଏହା କହିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ଆତଙ୍କବାଦ ହଟାଇବା ନେଇ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ...

ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍‌

କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି...

ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି...

ନେତାନ୍ୟାହୁଙ୍କୁ ଇସ୍ରାଏଲ୍‌ରେ ବିରୋଧ

ଜେରୁଜେଲମ୍‌,୩୧।୪:ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଓ ଇରାନକୁ ଟାର୍ଗେଟ କରୁଥିବାବେଳେ ଦେଶ ଭିତରେ ତାଙ୍କୁ ଘୋର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଅକ୍ଟୋବର ୭ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri