Posted inଜାତୀୟ

ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଧମକ ଦେବା ପରେ ଭାରତରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପଞ୍ଜାବ ସରକାର ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦେବା ସହ ସମସ୍ତ ପୋଲିସକର୍ମୀଙ୍କ ଛୁଟି ବାତିଲ୍‌ କରଦେଇଛନ୍ତି। ଆଗକୁ ସ୍ବାଧୀନତା ଦିବସ ଥିବାରୁ ରାଜ୍ୟରେ ଆଲର୍ଟ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂ। ପାକିସ୍ତାନ ସୀମାବର୍ତ୍ତୀ ଜିଲାଗୁଡିକରେ ସୁରକ୍ଷା କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri