ଇମ୍ରାନ୍‌ଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀର ଷଡ଼ଯନ୍ତ୍ର: ଚରମପନ୍ଥୀ ନେତାଙ୍କ ସହ ଯୋଗାଯୋଗ

ଇସଲାମାବାଦ୍‌,୬।୧୦: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀ ପକ୍ଷରୁ ଷଡ଼ଯନ୍ତ୍ର ଆରମ୍ଭ ହୋଇଛି। ଏନେଇ ଚରମପନ୍ଥୀ ନେତା ଫଜଲ-ଉର୍‌-ରହମାନଙ୍କ ସହ ଯୋଗାଯୋଗ କରାଯାଇଛି। ସେ ଅକ୍ଟୋବର ୨୭ରେ ଆଜାଦି ମାର୍ଚ୍ଚ ଆରମ୍ଭ କରିବେ। କିଛିଦିନ ତଳେ ସୈନ୍ୟ ବାହିନୀ ମୁଖ୍ୟ କମର ଜାଭେଦ୍‌ ବାଜଓ୍ବା ପାକିସ୍ତାନର କିଛି ଶିଳ୍ପପତିଙ୍କ ସହିତ ଆର୍ଥିକ ସମସ୍ୟା ନେଇ ଆଲୋଚନା କରିଥିଲେ। ସୂଚନାରଯୋଗ୍ୟ, ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କୁ କ୍ଷମତା ଚ୍ୟୁଚ କରିବା ପାଇଁ ଇମ୍ରାନ୍‌ ସୈନ୍ୟ ବାହିନୀ ଏବଂ ଚରମପନ୍ଥୀ ନେତାଙ୍କ ସହିତ ହାତ ମିଳାଇଥିଲେ। ଏବେ ତାଙ୍କ ନିଜ ପାଇଁ ଏହାର ପୁନରାବୃତ୍ତି ହେବାକୁ ଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri