ଇମ୍ରାନ୍‌ଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀର ଷଡ଼ଯନ୍ତ୍ର: ଚରମପନ୍ଥୀ ନେତାଙ୍କ ସହ ଯୋଗାଯୋଗ

ଇସଲାମାବାଦ୍‌,୬।୧୦: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀ ପକ୍ଷରୁ ଷଡ଼ଯନ୍ତ୍ର ଆରମ୍ଭ ହୋଇଛି। ଏନେଇ ଚରମପନ୍ଥୀ ନେତା ଫଜଲ-ଉର୍‌-ରହମାନଙ୍କ ସହ ଯୋଗାଯୋଗ କରାଯାଇଛି। ସେ ଅକ୍ଟୋବର ୨୭ରେ ଆଜାଦି ମାର୍ଚ୍ଚ ଆରମ୍ଭ କରିବେ। କିଛିଦିନ ତଳେ ସୈନ୍ୟ ବାହିନୀ ମୁଖ୍ୟ କମର ଜାଭେଦ୍‌ ବାଜଓ୍ବା ପାକିସ୍ତାନର କିଛି ଶିଳ୍ପପତିଙ୍କ ସହିତ ଆର୍ଥିକ ସମସ୍ୟା ନେଇ ଆଲୋଚନା କରିଥିଲେ। ସୂଚନାରଯୋଗ୍ୟ, ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କୁ କ୍ଷମତା ଚ୍ୟୁଚ କରିବା ପାଇଁ ଇମ୍ରାନ୍‌ ସୈନ୍ୟ ବାହିନୀ ଏବଂ ଚରମପନ୍ଥୀ ନେତାଙ୍କ ସହିତ ହାତ ମିଳାଇଥିଲେ। ଏବେ ତାଙ୍କ ନିଜ ପାଇଁ ଏହାର ପୁନରାବୃତ୍ତି ହେବାକୁ ଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri