Posted inଜାତୀୟ

ଇମ୍ରାନ୍‌ଙ୍କ ପରମାଣୁ ଆକ୍ରମଣ ଧମକକୁ ବେଖାତିର: ପାକିସ୍ତାନ ଆକାଶ ମାର୍ଗ ଦେଇ ସ୍ବଦେଶ ଫେରିଲେ ମୋଦି

ନୂଆଦିଲ୍ଲୀ,୨୭।୮: ଜି-୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ରମ୍ପ୍‌ କାର୍ଡ ଖେଳିବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜୋକ ମୁହଁରେ ଲୁଣ ଦେବା ପରି ଚୁପ୍‌ ହୋଇଯାଇଛନ୍ତି। ତେବେ ଏହାକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପରମାଣୁ ଆକ୍ରମଣର ଧମକ ଦେଇଥିଲେ। ମାତ୍ର ମୋଦି ଏହାକୁ ବେଖାତିର କରିଛନ୍ତି। ସମ୍ମିଳନୀ ଶେଷ ପରେ ମଙ୍ଗଳବାର ସ୍ବଦେଶ ଫେରିବା ସମୟରେ ମୋଦିଙ୍କ ବିମାନ ପାକିସ୍ତାନ ଆକାଶ ମାର୍ଗ ଦେଇ ଉଡ଼ାଣ କରିଛି। ଇମ୍ରାନ୍‌ଙ୍କ ଏଭଳି ଧମକ ଦେବାର କେଇ ଘଣ୍ଟା ପରେ ଏହା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri