Posted inଜାତୀୟ

ଇଲେକ୍ଟୋରାଲ ବଣ୍ଡ୍‌ ଉପରେ ରହିତାଦେଶ ଲାଗି ଆବେଦନ

ନୂଆଦିଲ୍ଲୀ,୩୦ା୧୧(ଆଇଏଏନ୍‌ଏସ୍‌): ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ଉପରେ ରହିତାଦେଶ ଲାଗି ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମ (ଏଡିଆର୍‌) ପକ୍ଷରୁ ଶୁକ୍ରବାର ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ଏଡିଆର୍‌ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଏହି ଆବେଦନ କରିଛନ୍ତି। ୨୦୧୮ ଜାନୁୟାରୀ ୨ରେ କେନ୍ଦ୍ର ସରକାର ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ବିଜ୍ଞପ୍ତି ପ୍ରକାଶ କରିଥିଲେ। ରାଜନୈତିକ ଦଳଗୁଡିକୁ କର୍ପୋରେଟ ଚାନ୍ଦା ପାଇଁ ଏହି ବଣ୍ଡ୍‌ ଦ୍ୱାର ଖୋଲିଦେଇଛି। ଅବଧି ସରିଯାଇଥିବା ଇଲେକ୍ଟୋରାଲ ବଣ୍ଡ୍‌କୁ ଗ୍ରହଣ କରିବା ଲାଗି ସରକାର ବ୍ୟାଙ୍କକୁ କହୁଛନ୍ତି। ଏହି ବଣ୍ଡ୍‌ ମାଧ୍ୟମରେ ଚାନ୍ଦା ସଂଗ୍ରହରେ କୌଣସି ଅଙ୍କୁଶ ରହୁନାହିଁ। ତେଣୁ ଏହା ଉପରେ ରହିତାଦେଶ ଜରୁରୀ ବୋଲି ଆବେଦନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri