ଇଲେକ୍ଟୋରାଲ ବଣ୍ଡ୍‌ ଏକ ବଡ଼ ଦୁର୍ନୀତି: ଦୀପା

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଇଲେକ୍ଟୋରାଲ ବଣ୍ଡକୁ ବିରୋଧ କରି ଦୁଇଦିନ ଧରି ପାର୍ଲାମେଣ୍ଟର ଉଭୟ ଗୃହରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଥିଲେ। ଇଲେକ୍ଟୋରାଲ ବଣ୍ଡ୍‌ ଏକ ବଡ଼ ଦୁର୍ନୀତି ବୋଲି କଂଗ୍ରେସ ଅଭିଯୋଗ କରୁଥିଲା ବେଳେ ଓଡିଶାରେ ମଧ୍ୟ ଦଳ ପକ୍ଷରୁ ସମାନ ପ୍ରସଙ୍ଗ ଉଠାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ଦୀପା ଦାଶମୁନ୍‌ସି ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ଇଲେକ୍ଟୋରାଲ ବଣ୍ଡ୍‌ ପ୍ରଚଳନ କରି କେନ୍ଦ୍ର ସରକାର ଦୁର୍ନୀତିକୁ ଆନୁଷ୍ଠାନିକ କରିଛନ୍ତି। ଏହା ଭାଜପାର ଏକ ବଡ଼ ଘୋଟାଲା। ଏଥିରେ ୬ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ଯଦି ଏଥିରେ ଘୋଟାଲା ହୋଇନାହିଁ ତେବେ ଏହାକୁ ସାର୍ବଜନୀନ କରାଯାଉ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri