Posted inଖେଳ

ଇଷ୍ଟ୍‌ ଇଣ୍ଡିଆ ଓପନ୍‌ ସ୍ନୁକର: ପ୍ରି-କ୍ୱାର୍ଟରରେ ସୁବ୍ରତ

ଭୁବନେଶ୍ୱର,୧୪।୧୨(ସ୍ପୋଟର୍‌ସ ବ୍ୟୁରୋ)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ରେ ଓଡ଼ିଶାର ସୁବ୍ରତ ଦାସ ରାଉଣ୍ଡ ଅଫ୍‌ ୧୬ ବା ପ୍ରି- କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପାଟଣାର ଆଡିକ୍‌ଶନ ସ୍ନୁକର ସେଣ୍ଟରରେ ଚାଲିଥିବା ଏହି ପ୍ରତିଯୋଗିତାରେ ସୁବ୍ରତ ୩-୦ରେ ପୂର୍ବତନ ବିହାର ଜୁନିୟର ଚାମ୍ପିୟନ ଉତ୍କର୍ଷ ସିଂଙ୍କୁ ପରାସ୍ତ କରି ଅଗ୍ରଗତି କରିଛନ୍ତି। ୪ ଦିନଧରି ଚାଲିବାକୁ ଥିବା ଏହି ଟୁର୍ନାମେଣ୍ଟର ଚାମ୍ପିୟନ ଖେଳାଳିଙ୍କୁ ଟ୍ରଫି ସହ ୨୧ ହଜାର ଟଙ୍କା ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ। ଓଡ଼ିଶା ସ୍ନୁକର ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଥିବା ସୁବ୍ରତଙ୍କ ସମେତ ପୂର୍ବ ଭାରତର ଅନ୍ୟ ଖେଳାଳିମାନଙ୍କୁ ମଧ୍ୟ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରଣ କରାଯାଇଥିଲା। ଏହି ଚାମ୍ପିୟନଶିପ୍‌ରେ ସୁବ୍ରତଙ୍କୁ ଟପ୍‌ ସିଡ୍‌ ମାନ୍ୟତା ପ୍ରଦାନ କରାଯାଇଛି। ଜାତୀୟ ସର୍କିଟରେ ସୁବ୍ରତ ଶ୍ରେଷ୍ଠ ୩୨ରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri