ଅଦିନିଆ ଇସ୍କନ ରଥଯାତ୍ରାକୁ ବ୍ରହ୍ମକ୍ଷେତ୍ରରେ ପ୍ରତିବାଦ

ନିଶ୍ଚିନ୍ତକୋଇଲି, ୯।୨ (ସ୍ବ.ପ୍ର.): ଇସ୍କନ ପକ୍ଷରୁ ଅଦିନିଆ ରଥଯାତ୍ରାକୁ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁର ବ୍ରହ୍ମକ୍ଷେତ୍ର ବଳଦେବଜୀଉ ପୀଠରେ ରବିବାର ପ୍ରତିବାଦ କରାଯାଇଛି। ବଳଦେବଜୀଉ ଟ୍ରଷ୍ଟି ଓ ଜଗନ୍ନାଥ ସଂସ୍କୃତି ପ୍ରେମୀ ଏହି ପ୍ରତିବାଦ କରିଛନ୍ତି। ମ୍ୟାନେଜିଂ ଟ୍ରଷ୍ଟି ଧୀରେନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଜଗନ୍ନାଥ ସଂସ୍କୃତି ପରିଷଦର ସମ୍ପାଦକ ଦେବେନ୍ଦ୍ର କୁମାର ଦାଶ, କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ର, କୋଷାଧ୍ୟକ୍ଷ ଏ. କାର୍ତ୍ତିକେଶ୍ୱର ରାୟ ପ୍ରମୁଖ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ

ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri