ଇସ୍ପାତ କ୍ଷେତ୍ରରୁ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ୫୦୦କୋଟି

ଭୁବନେଶ୍ୱର, ୨।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ତୈଳ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଓ କର୍ମଚାରୀମାନେ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଏକକାଳୀନ ସର୍ବାଧିକ ଟଙ୍କା ଦାନ କରିଥିଲେ। ସେହିପରି ଇସ୍ପାତ କ୍ଷେତ୍ର ପିଏସ୍‌ୟୁ ଏବଂ ବେସରକାରୀ କ୍ଷେତ୍ର ମିଳିତଭାବେ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ୫୦୦ କୋଟି ଦାନ କରିଛନ୍ତି। ଏଥିସହ ଏହାର କର୍ମଚାରୀମାନେ ନିଜ ଦରମାରୁ ଅତିରିକ୍ତ ୧୫ କୋଟି ଟଙ୍କା ଫଣ୍ଡକୁ ପ୍ରଦାନ କରିଛନ୍ତି ବୋଲି ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି ଯେ, ଇସ୍ପାତ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ସହଯୋଗ ପ୍ରଶଂସନୀୟ। ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ ଅଧୀନରେ ଥିବା ପିଏସ୍‌ୟୁ ପକ୍ଷରୁ ଗତ ସୋମବାର ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ୧୦୩୧.୨୯ କୋଟି ଟଙ୍କା ଦାନ କରାଯାଇଥିବା ବେଳେ ପିଏସ୍‌ୟୁର କର୍ମଚାରୀମାନେ ସେମାନଙ୍କ ଦରମାରୁ ଅତିରିକ୍ତ ୬୧ କୋଟି ଟଙ୍କା ଦାନ କରିଥିଲେ। ବର୍ତ୍ତମାନ ସୁଦ୍ଧା ଗୋଟିଏ ଦିନରେ ମୋଟ ୧୦୯୨.୨୯ ସର୍ବାଧିକ ଟଙ୍କା ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ପ୍ରଦାନ କରାଯାଇଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବେ ନା ନାହିଁ? ଜାଣନ୍ତୁ ସୋନମ ଓ୍ବାଙ୍ଗଚୁକଙ୍କୁ କ’ଣ ପ୍ରତିଶ୍ରୁତି ଦେଲେ ସରକାର

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ ବିରୋଧରେ ଅନଶନରେ ବସିଥିବା କର୍ମୀ ସୋନମ ୱାଙ୍ଗଚୁକ ଗୁରୁବାର ରାତିରେ ତାଙ୍କର ଅନଶନ ଶେଷ କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା…

ପ୍ରଶ୍ନପତ୍ର ଲିକ୍‌ ମାମଲାରେ ହଠାତ୍‌ ସକ୍ରିୟ ହେଲେ ରାଘବ ଚଢ଼ା, ଶେୟାର କଲେ ଖାସ୍‌ ସନ୍ଦେଶ…ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୪।୭: ଛଅ ଜଣ ରାଜ୍ୟ ସଭା ସାଂସଦଙ୍କ ସହିତ ଆମ ଆଦମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗଦେବା ପରେ ରାଘବ ଚଢ଼ାଙ୍କୁ ନେଇ ଗଣମାଧ୍ୟମଠାରୁ ଦୂରେଇ…

ରାତି ଅଧରେ ଭିଡିଓ ଛାଡ଼ିବା ପରେ ଦିଲ୍ଲୀ ପୋଲିସକୁ କଡ଼ା ନିର୍ଦ୍ଦେଶ ଦେଲେ ମୋଦି ସରକାର, ଜନ୍ତରମନ୍ତରରେ…

ନୂଆଦିଲ୍ଲୀ,୨୪।୭: ଗତ କିଛି ଦିନ ଧରି ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରମାନେ ପ୍ରତିବାଦ କରୁଛନ୍ତି। ଏହା ମଧ୍ୟରେ, ଆଜି ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର…

ଅମିତ ଶାହାଙ୍କ ବୈଠକ, ନଡ୍ଡାଙ୍କ ଚିଠି, ସୋନମଙ୍କ ପତ୍ନୀଙ୍କୁ ଫୋନ…, ଜାଣନ୍ତୁ ୱାଙ୍ଗଚୁକଙ୍କ ଅନଶନ ଶେଷ ପଛର ଇନସାଇଡ଼ ଷ୍ଟୋରୀ

ନୂଆଦିଲ୍ଲୀ,୨୪।୭: NEET ପେପର୍‌ ଲିକ ମାମଲାକୁ ନେଇ ଦିଲ୍ଲୀର ଜନ୍ତରମନ୍ତରରେ ଛାତ୍ରଙ୍କ ପ୍ରତିବାଦ ଏବଂ ୨୬ ଦିନ ଧରି ଅନଶନରେ ଥିବା ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ…

ପ୍ରଥମଥର ପୁରୁଷୋତ୍ତମପୁର ପୋଲିସର ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ଏନ୍‌କାଉଣ୍ଟର

ପୁରୁଷୋତ୍ତମପୁର,୨୪।୭(ସବିତା ମିଶ୍ର): ଗଞ୍ଜାମ ଜିଲାରେ ପୁଣି ଏନକାଉଣ୍ଟର । ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ପ୍ରଥମଥର ଏନକାଉଣ୍ଟର କରାଯାଇଥିଲା । ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ…

୫ ଦିନରେ ଏତେ କୋଟି କ୍ଷତି, CJP ଧାରଣା ଶେଷ କରିବାକୁ ମୋଦିଙ୍କୁ ଚିଠି ଲେଖିଲେ…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀରେ ଚାଲିଥିବା ବଡ଼ ଧରଣର ପ୍ରତିବାଦ ଏବଂ ପ୍ରଦର୍ଶନ ଯୋଗୁଁ ବାଣିଜ୍ୟ ଏବଂ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପଡ଼ିବା ସମ୍ପର୍କରେ ଚାମ୍ବର ଅଫ୍ ଟ୍ରେଡ୍…

ବତିଘର ପଞ୍ଚାୟତକୁ ମିଳିଲା ମୋବାଇଲ ଆମ୍ବୁଲାନ୍ସ: ଡୋର୍‌ ଟୁ ଡୋର୍‌ ସ୍କ୍ରିନ୍‌ ଟେଷ୍ଟ କରିବେ ସ୍ବାସ୍ଥ୍ୟ କର୍ମଚାରୀ

ମହାକାଳପଡ଼ା,୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଆଇଲାଣ୍ଡ ବତିଘର ପଞ୍ଚାୟତକୁ ନାହିଁ ଯାତାୟାତ ବ୍ୟବସ୍ଥା। ଫଳରେ ପଞ୍ଚାୟତ ଅଧୀନ ୧୦ଟି ଗାଁରେ…

ସୋନମ ଓ୍ବାଙ୍ଗ୍‌ଚୁକ୍‌ ଅନଶନ ଭାଙ୍ଗିବା ପରେ ଏହି ବଡ଼ କଥା କହିଦେଲେ ରେଖା ଗୁପ୍ତା, ଛାତ୍ରଙ୍କ ସମସ୍ୟା…

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍‌ ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନରେ ବସିଥିବା ପରିବେଶବିତ୍‌ ତଥା ସମାଜସେବୀ ସୋନମ ଓ୍ବାଙ୍ଗ୍‌ଚୁକ୍‌ ସରକାରଙ୍କଠାରୁ ପ୍ରତିଶ୍ରୁତି ପାଇବା ପରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri