Posted inଜାତୀୟ

ଇସ୍ରୋ ବୈଜ୍ଞାନିକଙ୍କ ଦରମା କଟିଲା

ନୂଆଦିଲ୍ଲୀ, ୧୨।୭:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ରେ କାର୍ଯ୍ୟରତ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କ ଦରମା କାଟିଦେଇଛନ୍ତି କେନ୍ଦ୍ର ସରକାର। ୨୦୧୯, ଜୁନ୍‌ ୧୨ରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏକ ନିର୍ଦ୍ଦେଶରେ କୁହାଯାଇଛି କି ୧୯୯୬ର ମସିହାରୁ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କୁ ମିଳୁଥିବା ଦୁଇଟି ଅତିିରିକ୍ତ ପ୍ରୋତ୍ସାହନ ରାଶି ବନ୍ଦ କରିଦିଆଯିବ। ସରକାରଙ୍କ ଏହି ଆଦେଶ ପରେ ଡି, ଇ, ଏଫ ଏବଂ ଜି ଶ୍ରେଣୀରେ କାର୍ଯ୍ୟରତ ୮୫ରୁ ୯୦ ପ୍ରତିଶତ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କ ଦରମା ଏବେ ୮-୯ହଜାର କମ ମିଳିବ। ସୂଚନାଯୋଗ୍ୟ, ଇସ୍ରୋରେ ଏବେ ପାଖାପାଖି ୧୬ ହଜାର ବୈଜ୍ଞାନିକ ଏବଂ ଇଞ୍ଜିନିୟର କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri