Posted inଜାତୀୟ

ଇସ୍ରୋ ବୈଜ୍ଞାନିକଙ୍କ ହତ୍ୟାକାରୀ ଗିରଫ: ସମଲିଙ୍ଗୀ ସମ୍ପର୍କ କାଳ ହେଲା

ହାଇଦ୍ରାବାଦ, ୬ା୧୦ : ଇସ୍ରୋ ବୈଜ୍ଞାନିକ ଏସ୍‌. ସୁରେଶ କୁମାରଙ୍କ ହତ୍ୟାକାରୀ ଶ୍ରୀନିବାସଙ୍କୁ ପୋଲିସ ଗିରଫ କରିଛି। ଦୁହିଙ୍କ ମଧ୍ୟରେ ଗଢ଼ି ଉଠିଥିବା ସମଲିଙ୍ଗୀ ସମ୍ପର୍କ ଓ ଅର୍ଥ କାରବାର ହତ୍ୟାକାଣ୍ଡର ମୁଖ୍ୟ କାରଣ ବୋଲି ଜଣାପଡ଼ିଛି। କେରଳର ସୁରେଶ ଇସ୍ରୋର ନ୍ୟାଶନାଲ ରିମୋଟ ସେନ୍‌ସିଂରେ ବୈଜ୍ଞାନିକ ଭାବେ କାର୍ଯ୍ୟ କରୁଥିବାବେଳେ ଶ୍ରୀନିବାସ ସେଠାରେ ଲାବ୍‌ ଟେକ୍‌ନିସିଆନ୍‌ ଭାବେ କାର୍ଯ୍ୟ କରୁଥିଲେ। ସମଲିଙ୍ଗୀ ସମ୍ପର୍କ ରଖୁଥିବା ସୁରେଶ ଶ୍ରୀନିବାସଙ୍କୁ ଟଙ୍କା ନ ଦେବାରୁ ସେ ଏଭଳି ହତ୍ୟାକାଣ୍ଡ ଭିଆଇଥିବା ଖବରଦାତା ସମ୍ମିଳନୀରେ ହାଇଦ୍ରାବାଦ ପୋଲିସ କହିଛି। ସୁରେଶଙ୍କ ଟଙ୍କା, ସୁନା ମୁଦି ଶ୍ରୀନିବାସଙ୍କଠାରୁ ମିଳିବା ପରେ ସନ୍ଦେହ ଦୃଢ଼ୀଭୁତ ହୋଇଥିଲା। ଫୋନ୍‌ କଲ ରେକର୍ଡ ଓ ରକ୍ତ ନମୁନା ପରୀକ୍ଷା ପରେ ସତ ଲୋକଲୋଚନକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri