Posted inଜାତୀୟ

‘ଇୟୁ ଏମ୍‌ପିଙ୍କ ଗସ୍ତ କଶ୍ମୀର ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରିବା ପାଇଁ ନୁହେଁ’

ନୂଆଦିଲ୍ଲୀ,୧।୧୧(ପି.ଟି.):ୟୁରୋପୀୟ ସଂଘ (ଇୟୁ)ର ଏମ୍‌ପିମାନଙ୍କ ଜମ୍ମୁ-କଶ୍ମୀର ଗସ୍ତ ଉକ୍ତ ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରାଇବା ଉଦ୍ଦେଶ୍ୟ ଆଦୌ ନୁହେଁ। ସେଥିପାଇଁ ଏଭଳି ପ୍ରତିନିଧି ଦଳ ଆନୁଷ୍ଠାନିକ ଚ୍ୟାନେଲ ଦେଇ ଆସିବାର ଆବଶ୍ୟକତା ନ ଥିଲା ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବୃହତ୍ତର ଜାତୀୟ ସ୍ବାର୍ଥକୁ ନେଇ ଏହି ଗସ୍ତ କାର୍ଯ୍ୟକ୍ରମ ଉଦ୍ଦିଷ୍ଟ ଥିଲା କି ନାହିଁ ତାହା ଦେଖିବା ହେଉଛି ବଡ଼ କଥା ବୋଲି ମନ୍ତ୍ରଣାଳୟର ମୁଖପାତ୍ର ରବୀଶ କୁମାର କହିଛନ୍ତି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ଲାଗି ଗତ ମଙ୍ଗଳବାର ଇୟୁରୁ ୨୩ ଜଣିଆ ଏମ୍‌ପିଙ୍କର ଏକ ପ୍ରତିନିଧି ଦଳ ସେଠାକୁ ଦୁଇଦିନିଆ ଗସ୍ତରେ ଆସିଥିଲେ। ସେମାନେ ଜମ୍ମୁ-କଶ୍ମୀର ସ୍ଥିତି ଅନୁଧ୍ୟାନ କରିବା ସହ ୩୭୦ ଉଚ୍ଛେଦ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି ମନ୍ତବ୍ୟ ଦେଇଛନ୍ତି। ଏହା ବ୍ୟତୀତ ଆତଙ୍କବାଦ ପ୍ରସଙ୍ଗରେ ଭାରତର ଆଭିମୁଖ୍ୟକୁ ସେମାନେ ସମର୍ଥନ ଜଣାଇଛନ୍ତି। ସେମାନେ ସରକାରଙ୍କ ସହିତ ନୁହେଁ ଲୋକମାନଙ୍କ ସହ ମିଶିଥିଲେ। ତେଣୁ ଏହା କଶ୍ମୀର ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରିବା ପାଇଁ ଉଦ୍ଦିଷ୍ଟ ନୁହେଁ ବୋଲି ରବୀଶ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri