ଇ-ରିକ୍ସା ଚାଳକଙ୍କୁ ମିଳିବ ୫୦୦୦ ଟଙ୍କା କରୋନା ସହାୟତା

ନୂଆଦିଲ୍ଲୀ,୪।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ବହୁ ଲୋକ କାମଧନ୍ଦା ଅଭାବରୁ ଅସୁବିଧାରେ ପଡ଼ିଛନ୍ତି। ଦିଲ୍ଲୀରେ ପରିବହନ ସେବା ବନ୍ଦ ଥିବାରୁ ଇ-ରିକ୍ସା ଚାଳକଙ୍କ ଆର୍ଥିକ ଅବସ୍ଥା ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଇ-ରିକ୍ସା ଚାଳକଙ୍କ ଲାଗି ୫୦୦୦ ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଯେଉଁ ଇ-ରିକ୍ସା ଚାଳକଙ୍କର ପବ୍ଲିକ୍‌ ସର୍ଭିସ୍‌ ଭେହିକିଲ୍‌(ପିଏସ୍‌ଭି) ବ୍ୟାଚ୍‌ ନ ଥିବ ସେମାନଙ୍କୁ ଏହି ସୁବିଧା ଯୋଗାଇ ଦିଆଯିବ। ଏନେଇ କେଜରିଓ୍ବାଲ ଟୁଇଟ୍‌ କରି ସୋମବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri