ଇ-ସିଗାରେଟ ରପ୍ତାନି ଉପରେ କଟକଣା

ନୂଆଦିଲ୍ଲୀ,୧-୧୦: ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଇ-ସିଗାରେଟ ସମେତ ଇ-ହୁକା ଏବଂ ଏଭଳି ଅନ୍ୟ ଡିଭାଇସଗୁଡିକର ରପ୍ତାନିକୁ ସୋମବାର ନିଷେଧ କରାଯାଇଛି। ଚଳିତ ମାସ ୧୮ରେ ସରକାର ଅଧ୍ୟାଦେଶ ଦ୍ୱାରା ଇ-ସିଗାରେଟର ଉତ୍ପାଦନ, ରପ୍ତାନି, ବିତରଣ ଏବଂ ବିକ୍ରିକୁ ନିଷେଧ କରିଥିବା ବେଳେ ଏହାର ଅନୁପାଳନ ଲାଗି ବର୍ତ୍ତମାନ ବିଜ୍ଞପ୍ତି ଜାରି କରାଯାଇଛି। ସବୁ ବର୍ଗର ଇଲେକଟ୍ରୋନିକ୍ସ ନିକୋଟିନ ଡେଲିଭରି ସିଷ୍ଟମ, ହିଟ୍‌ ନଟ୍‌ ବର୍ନ ପ୍ରଡକ୍ଟ, ଯେକୌଣସି ନାମ, ଆକାର ଆସୁଥିବା ଇ-ହୁକା ଭଳି ଡିଭାଇସ ନିଷେଧ କରାଯାଇଥିବା ବିଦେଶୀ ବାଣିଜ୍ୟ ମହାନିର୍ଦ୍ଦେଶାଳୟ(ଡିଜିଏଫ୍‌ଟି) ପକ୍ଷରୁ ବିଜ୍ଞପ୍ତିରେ କୁହାଯାଇଛି। ଏହି କ୍ଷେତ୍ରରେ ନିୟମ ଉଲ୍ଲଂଘନ କଲେ ପ୍ରାଥମିକ ଭାବେ ୧ ବର୍ଷ ପର୍ଯ୍ୟନ୍ତ ଜେଲ ଏବଂ ୧ ଲକ୍ଷ ଟଙ୍କା ଜରିମାନା ଦେବାକୁ ପଡିବ। ସେହିଭଳି ପୁନର୍ବାର ଏପରିକଲେ ୩ ବର୍ଷ ଜେଲ ବା ୫ ଲକ୍ଷ ଜରିମାନା କିମ୍ବା ଉଭୟ ଦେବାକୁ ପଡିବ ବୋଲି ନିର୍ଦ୍ଦେଶ ରହିଛି। ସେହିଭଳି ଇ-ସିଗାରେଟ ରଖିବାକୁ ମଧ୍ୟ ଦଣ୍ଡନୀୟ ଅପରାଧ ବୋଲି ବିବେଚନା କରାଯାଉଛି। ଏକ୍ଷେତ୍ରରେ ୬ ମାସ ଜେଲ ଏବଂ ୫୦ ହଜାର ଟଙ୍କାର ଜରିମାନା ଦେବାକୁ ପଡିବ ବୋଲି ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ...

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri