ଈଶାଣେଶ୍ୱର ପାଠାଗାର ପାଇଲା ପ୍ରକୃତି ମିତ୍ର ପୁରସ୍କାର

ବ୍ରହ୍ମପୁର ଅଫିସ, ୭।୬: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଶ୍ରୀ ଈଶାଣେଶ୍ବର ପାଠାଗାରକୁ ଚଳିତ ବର୍ଷର ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ଜୁନ ୫ରେ ରାଜ୍ୟସ୍ତରୀୟ ବିଶ୍ବ ପରିବେଶ ଦିବସ ପାଳନ ଅବସରରେ ଭୁବନେଶ୍ବରସ୍ଥିତ ରବିନ୍ଦ୍ର ମଣ୍ଡପଠାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କଠାରୁ ସଭାପତି ବନମାଳୀ ପ୍ରଧାନ ମାନପତ୍ର ଓ ଦଶହଜାର ଟଙ୍କାର ଚେକ୍‌ ସ୍ବରୂପ ପୁରସ୍କାର ପାଇଛନ୍ତି। ଏହି ଅନୁଷ୍ଟାନ ଦୀର୍ଘ ଅଣତିରିଶି ବର୍ଷ ହେଲା ବୃକ୍ଷରୋପଣ, ପରିମଳ, ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ଆସୁଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପ୍ରତିଯୋଗିତାରେ…

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ବ୍ରହ୍ମପୁରଠାରେ ଶନିବାର ଅନୁଷ୍ଠିତ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କ୍ଲଷ୍ଟରସ୍ତରୀୟ ପ୍ରତିଯୋଗିତାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ…

ଦିଗପହଣ୍ଡିରେ ବାହୁଡ଼ା ଯାତ୍ରାର ଦିନକ ପରେ ଟଣା ହେଲା ରଥ, ସହସ୍ରାଧିକ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୨୫ା୭(ଅଶେଷ ନାଥ ମିଶ୍ର): ପୂର୍ବ ପ୍ରଚଳିତ ପରମ୍ପରା ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିରେ ବାହୁଡ଼ା ଯାତ୍ରାର ଦିନକ ପରେ ଅର୍ଥାତ୍ ଆଷାଢ଼ ଶୁକ୍ଳ ହରିଶୟନ ଏକାଦଶୀ ତିଥିରେ…

ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ୩ୟ ଶ୍ରେଣୀ ଛାତ୍ରୀଙ୍କ ଜୀବନ

ଦିଗପହଣ୍ଡି,୨୫ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମେଘଝୋଳି ଗ୍ରାମରେ ଶନିବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଅଘଟଣ ଘଟିଛି। ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri