Posted inଖେଳ

ଈଶାନ୍ତଙ୍କ ଜନ୍ମଦିନରେ ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ,୨।୯: ଭାରତୀୟ ପେସର ଈଶାନ୍ତ ଶର୍ମା ସୋମବାର ୩୧ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ତାଙ୍କୁ ଅଲରାଉଣ୍ଡର ଯୁବରାଜ ସିଂ ଓ ବାମହାତୀ ଓପନର ଶୀଖର ଧାଓ୍ବନ ଶୁଭେଚ୍ଛା ଜଣାଇଛନ୍ତି। ଈଶାନ୍ତଙ୍କୁ ଜନ୍ମଦିନର ଶୁଭକାମନା। କ୍ୟାରିୟରର ପ୍ରଥମ ଟେଷ୍ଟ ଅର୍ଦ୍ଧଶତକ ପାଇଁ ଶୁଭେଚ୍ଛା ବୋଲି ଧାଓ୍ବନ ଟୁଇଟରରେ ଲେଖିଛନ୍ତି। ସେହିଭଳି ଯୁବରାଜ ଲେଖିଛନ୍ତି, ଲମ୍ବୁ (ଡେଙ୍ଗୁ) ତୁମକୁ ଜନ୍ମଦିନର ଶୁଭେଚ୍ଛା। ଭଗବାନ ତୁମର ମଙ୍ଗଳ କରନ୍ତୁ। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ଖେଳୁଥିବା ଈଶାନ୍ତ ପ୍ରଥମ ଇନିଂସରେ ଗୋଟିଏ ଦ୍ୱିତୀୟରେ ୪ ଓଭର ବୋଲିଂ କରି ଗୋଟିଏ ଉଇକେଟ ନେଇଛନ୍ତି। ୩୧ ବର୍ଷୀୟ କ୍ରିକେଟର ଏହି ମ୍ୟାଚ୍‌ରେ ନିଜର ବ୍ୟାଟିଂ ଦକ୍ଷତା ମଧ୍ୟ ପ୍ରମାଣ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri