ଉଚ୍ଚାୟୁକ୍ତଙ୍କୁ ପାକ୍‌ର ସମନ

ଇସ୍‌ଲାବାବାଦ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ନିଷ୍ପତ୍ତିକୁ ପାକିସ୍ତାନ ଦୃଢ଼ ବିରୋଧ କରିଛି। ପାକ୍‌ ବହିର୍ବ୍ୟାପାର ସଚିବ ସୋହେଲ ମହମ୍ମଦ ସୋମବାର ଭାରତୀୟ ଉଚ୍ଚାୟୁକ୍ତଙ୍କୁ ସମନ ଜାରି କରି ଇସ୍‌ଲାମାବାଦର ଦୃଢ଼ ବିରୋଧ ସମ୍ପର୍କରେ ଜଣାଇଦେଇଛନ୍ତି। ଜମ୍ମୁ-କଶ୍ମୀରରେ ଭାରତର ପଦକ୍ଷେପକୁ ପାକିସ୍ତାନ ବେଆଇନ ବୋଲି କହିବା ସହ ଏହାର ଦୃଢ଼ ନିନ୍ଦା କରିଛି। ଏହା ଅନ୍ତର୍ଜାତୀୟ ଆଇନ ଏବଂ ଜାତିସଂଘ ସୁରକ୍ଷା ପରିଷଦର ବିଭିନ୍ନ ପ୍ରସ୍ତାବର ଉଲ୍ଲଂଘନ ବୋଲି ପାକ୍‌ ବହିର୍ବ୍ୟାପାର ସଚିବ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri