Posted inଫୁରସତ

ଉଚ୍ଚ ରକ୍ତଚାପରୁ ଦୂରେଇ ରଖେ ଏହି ଫଳର ରସ…

ସପୁରିର ଅନେକ ଔଷଧୀୟ ଗୁଣ ରହିଛି। ଏଥିରେ ଭିଟାମିନ ବି-୧, ବି-୨, ବି-୩, ବି-୫, ବି-୬, ବି-୯, ଭିଟାମିନ୍‌ -ସି  ରହିଛି। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ ରହିଥାଏ। ସପ୍ତାହରେ ୨-୩ଥର ସପୁରି ରସ ପିଇଲେ ଉଚ୍ଚ ରକ୍ତଚାପ ସମସ୍ୟାରୁ ମୁକ୍ତି ମିଳେ ବୋଲି ଆୟୁବେର୍ଦରେ ଉଲ୍ଲେଖ ରହିଛି। ଏହା କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଫଳରେ ରକ୍ତସଞ୍ଚାଳନ ସ୍ବାଭାବିକ ଭାବେ ହୋଇଥାଏ। ଏହା ହାର୍ଟ ଆଟାକ୍‌ ତଥା କିଡ୍‌ନୀ ସମସ୍ୟାରେ ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri