ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଖାଲି ପେଟରେ ଖାଆନ୍ତୁ ଦୁଇ କୋଲା ରସୁଣ

ରସୁଣ ଖାଇବାର ଫାଇଦା ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ୍‌ ପ୍ଲାନ୍‌ରେ ସାମିଲ କରିବା ଉଚିତ୍‌। କିନ୍ତୁ ସକାଳ ଓ ସନ୍ଧ୍ୟାରେ ଖାଲିପେଟରେ ରସୁଣ ଖାଇବା ଦ୍ୱାରା ବିଶେଷ ଲାଭ ମିଳିଥାଏ। ରସୁଣ ଖାଇବା ଦ୍ୱାରା ଉଚ୍ଚରକ୍ତଚାପରୁ ଆରାମ ମିଳିଥାଏ। କାରଣ ରସୁଣ ରକ୍ତ ସଞ୍ଚାଳନ ପ୍ରକ୍ରିୟାକୁ ନିୟନ୍ତ୍ରଣର କରିବାରେ ସାହାଯ୍ୟ କରିଥାଏ। ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ ରୋଗୀ ଏହାର ସେବନ କରିବା ଉଚିତ୍‌। କେବଳ ସେତିକି ନୁହେଁ, ପେଟ ସହ ସମ୍ବନ୍ଧିତ ଯେକୌଣସି ସସସ୍ୟା ଥିଲେ ରସୁଣ ସେବନ ଦ୍ୱାରା ସେଥିରୁ ଉପଶମ ମିଳିଥାଏ। ଉଷୁମ ପାଣିରେ ରସୁଣ କୋଲାକୁ ପକାଇ ଏହି ପାଣିକୁ ଖାଲିପେଟରେ ପିଇଲେ ଗ୍ୟାସ୍‌ ଏବଂ କୋଷ୍ଠକାଠି୍ଯଯ ସମସ୍ୟାର ସମାଧାନ ହୋଇଥାଏ। ରସୁଣ ହୃତ୍‌ପିଣ୍ଡ ସହ ସମ୍ବନ୍ଧିତ ସମସ୍ୟାକୁ ମଧ୍ୟ ଦୂର କରିଥାଏ। ରକ୍ତ ଜମାଟରୁ ମଧ୍ୟ ଏହା ରକ୍ଷାକରେ। ଖାଲିପେଟରେ ରସୁଣ ଚୋବାଇବା ଦ୍ୱାରା ହଜମ ପ୍ରକ୍ରିୟା ସୁସ୍ଥ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…

ଫାଇନାଲରେ ବର୍ଷା ଭୟ: ଭାରତ-ପାକିସ୍ତାନ ମ୍ୟାଚ ବାତିଲ ହେଲେ କାହାକୁ ମିଳିବ ସ୍ବର୍ଣ୍ଣ ପଦକ, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ, ୨।୧0୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟରେ ଯେଉଁ ମହାମୁକାବିଲାକୁ ଫ୍ୟାନ୍ସ ଅପେକ୍ଷା କରିଥିଲେ, ଶେଷରେ ସେହି ମ୍ୟାଚ ପାଇଁ ମଞ୍ଚ ପ୍ରସ୍ତୁତ। ଶନିବାର ସ୍ବର୍ଣ୍ଣ…

ଭାରତ-ପାକିସ୍ତାନ ମ୍ୟାଚ୍‌: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ

ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍‌ ବିବାଦ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?