ଉଚ୍ଛେଦକୁ ନେଇ ନୀଳଗିରି ବିଧାୟକ-ତହସିଲଦାର ମୁହାଁମୁହିଁ: ପ୍ରତିବାଦରେ ଅନଶନରେ ବସିଲେ ବିଧାୟକ

ସଜନାଗଡ଼, ୪।୧୦(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ତହସିଲଦାର ସୁଶ୍ରୀତା ଟୁଡ଼ୁଙ୍କ ମଧ୍ୟରେ ଶୁକ୍ରବାର ମୁହାଁମୁହିଁ ହୋଇଛି। ତହସିଲ କଚେରି ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦକୁ ନେଇ ଏଭଳି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି। ଏ ନେଇ ବିଧାୟକ ନାୟକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଛନ୍ତି।


ପ୍ରକାଶ ଯେ, କଚେରୀ ପରିସରରେ ମୋହରିଆମାନେ ଦୀର୍ଘଦିନ ହେବ ଚାଳିଆ କରି ବସୁଥିଲେ। ହେଲେ ପୂର୍ବାହ୍ନରେ ତହସିଲଦାର ଟୁଡୁ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ସହ ପହଞ୍ଚି ଜେସିବି ମେଶିନ ଲଗାଇ ଉକ୍ତ ଚାଳିଆକୁ ଭାଙ୍ଗି ଦେଇଛନ୍ତି। ଘଟଣା ସମ୍ପର୍କରେ ଖବର ପାଇ ବିଧାୟକ ନାୟକ ଘଟଣା ସ୍ଥଳରେ ପହଞ୍ଚି ପଚାରି ବୁଝିଥିଲେ। ମୋହରିଆଙ୍କ ପାଇଁ କୌଣସି ଥଇଥାନ ବ୍ୟବସ୍ଥା ନ କରି କାହିଁକି ଭାଙ୍ଗୁଛ ବୋଲି ସେ ତହସିଲଦାର ଟୁଡ଼ୁଙ୍କୁ ପ୍ରଶ୍ନ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଉତ୍ତ୍ୟକ୍ତ ବିଧାୟକ ସମସ୍ୟାର ସମାଧାନ ଦାବିରେ ଓକିଲ, ମୋହରିଙ୍କ ସହ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଛନ୍ତି। ଘଟଣା ସ୍ଥଳରେ ବାଲେଶର ଉପଜିଲାପାଳ ନୀଲୁ ମହାପାତ୍ର, ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା, ଆଇଟିଡିଏ ପିଏ ବୀର କିଶୋର ପାଣିଗ୍ରାହି, ନୀଳଗିରି ପୋଲିସ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri