ଉଚ୍ଛେଦ ପ୍ରତିବାଦରେ ଧାରଣା

ଆସିକା,୧୪।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ସହରାଞ୍ଚଳରୁ ଜବରଦଖଲ ଉଚ୍ଛେଦ ହୋଇଥିଲା। ଆସିକା କଳିଙ୍ଗାରୋଡ୍‌ ପାର୍ଶ୍ୱସ୍ଥ ଟେଲିଫାନ୍‌ ଭବନ ସମ୍ମୁଖରେ ଥିବା କେତେକ ବେଆଇନ ନିର୍ମାଣକୁ ମଧ୍ୟ ଉଚ୍ଛେଦ କରାଯାଇଥିଲା। ତେବେ ଏହି ଉଚ୍ଛେଦ ପ୍ରତିବାଦରେ ସଂପୃକ୍ତ ସ୍ଥାନରେ ବସବାସ କରୁଥିବା କେତେକ ଗରିବ ବାସହୀନ ଗୁରୁବାର ମଧ୍ୟାହ୍ନରୁ ବର୍ତ୍ତମାନ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। କୌଣସି ପୂର୍ବ ସୂଚନା ନ ଥାଇ ଓ ବାସହୀନଙ୍କୁ ବିକଳ୍ପ ବାସଗୃହର ବ୍ୟବସ୍ଥା ନ କରି କର୍ତ୍ତୃପକ୍ଷ ମନଇଚ୍ଛା ଭାଙ୍ଗି ଦେଇଥିବା ଧାରଣାର ନେତୃତ୍ୱ ନେଇଥିବା ସିପିଏମ୍‌ ରେଡ୍‌ ଷ୍ଟାର ନେତା ଶଙ୍କର ସାହୁ ଅଭିଯୋଗ କରିଛନ୍ତି। ଏହି ଉଚ୍ଛେଦରେ ସଂପୃକ୍ତ ସ୍ଥାନରେ ଥିବା ସିପିଏମ୍‌ ଦଳୀୟ କାର୍ଯ୍ୟାଳୟକୁ ମଧ୍ୟ ଭାଙ୍ଗି ଦିଆଯାଇଥିବା ପ୍ରତିବାଦରେ ସିପିଏମ୍‌ ନେତା ଲକ୍ଷ୍ମଣ ପାଢ଼ୀ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri